କୋଭିଡ କଟକଣା ମଧ୍ୟରେ ଶ୍ରୀକ୍ଷେତ୍ରରେ ଝୁଲଣ ପର୍ବ
ପୁରୀ : ଚଳିତବର୍ଷ କୋଭିଡ କଟକଣା ଭିତରେ ଶ୍ରୀକ୍ଷେତ୍ରର ପ୍ରସିଦ୍ଧ ଝୁଲଣ ଯାତ୍ରା ଶ୍ରୀମନ୍ଦିର ସହ ବିଭିନ୍ନ ମଠରେ ଆରମ୍ଭ ହୋଇଛି। ସୁସଜ୍ଜିତ ଝୁଲଣ କୁଞ୍ଜରେ ଶ୍ରୀରାଧାକୃଷ୍ଣ ଝୁଲିବେ । ଏହି ଯାତ୍ରା ୭ ଦିନ ଧରି ଚାଲିବ । ପରମ୍ପରା ମୁତାବକ ଶ୍ରୀମନ୍ଦିରରେ ସନ୍ଧ୍ୟା ଆଳତୀ ପରେ ଶ୍ରୀଜୀଉଙ୍କ…