ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାରକୁ ମିଳିଲା ଓଡିଶାର ଉତ୍କଳ ବି-୧ ଓ ବି-୨ କୋଇଲା ବ୍ଲକ
ଭୁବନେଶ୍ବର: ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାରକୁ ମିଳିଲା ଓଡିଶାର ଉତ୍କଳ ବି-୧ ଓ ବି-୨ କୋଇଲା ବ୍ଲକ । ସ୍ଵଦେଶୀ କୋଇଲା ବ୍ୟବହାର କରି ସ୍ଥାପନ କରିବ ବିଶ୍ଵର ସବୁଠୁ ବଡ ଏବଂ ସବୁଜ ଇସ୍ପାତ କାରଖାନା । ଗତକାଲି ଅନୁଷ୍ଠିତ କୋଇଲା ଖଣି ନିଲାମ ପ୍ରକ୍ରିୟାରେ ଶ୍ରୀ ନବୀନ ଜିନ୍ଦଲ ନେତୃତ୍ଵାଧୀନ…