ପଦ୍ମ ଧରିଲେ ଓଲିଉଡ ତାରକା ଦମ୍ପତି ଜିନା ଓ ରୁଦ୍ର
ବାଲେଶ୍ୱର: ପଦ୍ମ ଧରିଲେ ଓଲିଉଡ ଅଭିନେତ୍ରୀ ଜିନା ସାମଲ । ଜିନାଙ୍କ ସହ ସ୍ୱାମୀ ତଥା ଅଭିନେତା ରୁଦ୍ର ପାଣିଗ୍ରାହୀ ମଧ୍ୟ ପଦ୍ମ ଧରିଛନ୍ତି। ବାଲେଶ୍ୱରରେ ସାସଂଦ ପ୍ରତାପ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ ଉଭୟ ବିଜେପିରେ ସାମିଲ ହୋଇଛନ୍ତି । ଆଜି ଏଠାରେ ଅନୁଷ୍ଠିତ ଏକ ମିଶ୍ରଣ ପର୍ବରେ ଜିନା ଓ…