Latest Odisha News

BREAKING NEWS

Browsing Tag

Jio 5G

ଜିଓ କମ୍ପାନୀ ବନ୍ଦ କଲା ଏହି ୨ଶସ୍ତା ପ୍ଲାନ

ନୂଆଦିଲ୍ଲୀ: ୱେବସାଇଟ୍ ଏବଂ ଆପ୍ ରୁ ୨ଟି ଶସ୍ତା ପ୍ଲାନ ହଟାଇ ଦେଇଛି ଜିଓ କମ୍ପାନୀ । ଜିଓ ୧୮୯ ଏବଂ ୪୭୯ ଟଙ୍କା ପ୍ଲାନ ବନ୍ଦ କରି ଦେଇଛି। ୧୮୯ ଟଙ୍କା ପ୍ଲାନର ମୂଲ୍ୟ ଗତବର୍ଷ ଜୁଲାଇ ପୂର୍ବରୁ ୧୫୫ ଟଙ୍କା ଥିଲା। ମୂଲ୍ୟ ବୃଦ୍ଧି ପରେ ମୂଲ୍ୟ ୧୮୯ ଟଙ୍କା ହୋଇଥିଲା ଏବଂ ବର୍ତ୍ତମାନ ଏହାକୁ…

ସର୍ବୋଚ୍ଚ ଯୁଦ୍ଧ କ୍ଷେତ୍ର ସିଆଚିନ ଗ୍ଲେସିୟରରେ ଜିଓ ସେବା ଆରମ୍ଭ

ନୂଆଦିଲ୍ଲୀ: ଜିଓ ବିଶ୍ୱର ସର୍ବୋଚ୍ଚ ଯୁଦ୍ଧ କ୍ଷେତ୍ର ସିଆଚିନ ଗ୍ଲେସିୟରରେ ୫ଜି ସେବା ଆରମ୍ଭ କରିଛି । ଭାରତୀୟ ସେନାର 'ଫାୟାର ଆଣ୍ଡ ଫ୍ୟୁରି କର୍ପସ' ନିଜର ଏକ୍ସ ଆକାଉଣ୍ଟରେ ପୋଷ୍ଟ ଜରିଆରେ ଏହି ସୂଚନା ଦେଇଛନ୍ତି । ଜିଓ ଟେଲିକମ୍ ଏବଂ ଭାରତୀୟ ସେନା ମିଳିତ ଭାବେ ବିଶ୍ୱର ସର୍ବୋଚ୍ଚ ଯୁଦ୍ଧ…

ସୁନ୍ଦରଗଡ଼, ଭବାନୀପାଟଣା, ଜଟଣୀ ଓ ଖୋର୍ଦ୍ଧାରେ ଜିଓ ଟ୍ରୁ-୫ଜିର ଶୁଭାରମ୍ଭ

ଭୁବନେଶ୍ୱର: ରିଲାଏନ୍ସ ଜିଓ ପକ୍ଷରୁ ଓଡ଼ିଶାର ସୁନ୍ଦରଗଡ଼, ଭବାନୀପାଟଣା, ଜଟଣୀ ଓ ଖୋର୍ଦ୍ଧା ସହରରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଛି । ଏଥି ସହିତ ଟ୍ରୁ-୫ଜିର ଲାଭ ସାରା ଓଡ଼ିଶାର ୧୭ଟି ସହରରେ ପହଞ୍ଚିଛି । ଜିଓ ପକ୍ଷରୁ ପୂର୍ବରୁ ରାଜ୍ୟର ଭୁବନେଶ୍ୱର, କଟକ, ରାଉରକେଲା, ବ୍ରହ୍ମପୁର,…

୬୧ ଟଙ୍କା ରିଚାର୍ଜ କରନ୍ତୁ, ୫ଜି ଇଣ୍ଟରନେଟ ସୁବିଧା ପାଆନ୍ତୁ

ନୂଆ ଦିଲ୍ଳୀ : ଜିଓ ସିମ୍‌ ବ୍ୟବହାରକାରୀଙ୍କ ପାଇଁ ଆସିଲା ଖୁସି ଖବର । ଜିଓ ୫ଜିର ନୂଆ ରିଚାର୍ଜ ପ୍ଲାନ  ହେଲା ଘୋଷଣା ।ଏଣିକି ମାତ୍ର ୬୧ ଟଙ୍କା ରିଚାର୍ଜରେ ବ୍ୟବହାରକାରୀମାନେ ୫ଜି ଇଣ୍ଟରନେଟ୍ ସେବାର ଲାଭ ଉଠାଇପାରିବେ ।କମ୍ପାନୀ ଏହି ପ୍ଲାନ ସେହି ବ୍ୟବହାରୀଙ୍କ ପାଇଁ ଘୋଷଣା କରିଛି…

ଦୀପାବଳିରୁ ରିଲାଏନ୍ସ JIO ଆରମ୍ଭ କରିବ 5G ସେବା

ମୁମ୍ବାଇ: ଦୀପାବଳିରୁ ଦେଶରେ ଆରମ୍ଭ ହେବ 5G ସେବା । ରିଲାଏନ୍ସର ୪୫ତମ ବାର୍ଷିକ ସାଧାରଣ ବୈଠକରେ ଏହି ଘୋଷଣା କରିଛନ୍ତି ଶିଳ୍ପପତି ମୁକେଶ ଅମ୍ବାନୀ । ପ୍ରଥମେ ଜିଓ 5G ଦିଲ୍ଲୀ, ମୁମ୍ବାଇ, ଚେନ୍ନାଇ ଓ କୋଲକାତା ଭଳି ମେଟ୍ରୋ ସିଟି ସହ ଅନ୍ୟ ବଡ଼ ସହରରେ ଉପଲବ୍ଧ ହେବ । ଡିସେମ୍ବର ୨୦୨୩…