ଆଇପିଏସ୍ ବସନ୍ତ ରଥ ସସ୍ପେଣ୍ଡ
ଜମ୍ମୁକାଶ୍ମୀର: ଜମ୍ମୁକାଶ୍ମୀରରେ ଅବସ୍ଥାପିତ ଓଡ଼ିଆ ପୁଅ ଆପିଏସ୍ ବସନ୍ତ ରଥ ସସ୍ପେଣ୍ଡ ହୋଇଛନ୍ତି । ସେ ପଦବୀର ଅପବ୍ୟବହାର ଓ ଅଶୋଭନୀୟ ଆଚ୍ରଣ କରିଥିବା ଯୋଗୁଁ ୨୦୦୦ ମସିହା ବ୍ୟାଚ୍ର ଅଫିସର ବସନ୍ତ ରଥଙ୍କୁ ସସ୍ପେଣ୍ଡ କରାଯାଇଥିବା ସୂଚନା ମିଳିଛି ।ଡିଜିପିଙ୍କ ବିନା ଅନୁମତିରେ…