Latest Odisha News

BREAKING NEWS

Browsing Tag

JMM

କାହାର ହେବ ରାଷ୍ଟ୍ରପତିଙ୍କ ରାଇରଙ୍ଗପୁର!

ଭୁବନେଶ୍ୱର: ଆସନ୍ନ ନିର୍ବାଚନକୁ ଆଖି ଆଗରେ ରଖି ବିଭିନ୍ନ ନିର୍ବାଚନ ମଣ୍ଡଳୀରେ ଆଶାୟୀ ପ୍ରାର୍ଥୀ ମାନେ ତତ୍ପର ହୋଇଉଠିଲେଣି। ରାଜ୍ୟର ପ୍ରମୁଖ ରାଜନୈତିକ ଦଳ ମଧ୍ୟ ବିଭିନ୍ନ ନିର୍ବାଚନ ମଣ୍ଡଳୀରେ ଭିନ୍ନ ଭିନ୍ନ ଅଙ୍କାକଷା ଆରମ୍ଭ କରିଛନ୍ତି। କିନ୍ତୁ ଏସବୁ ଭିତରେ ରାଜ୍ୟର ଏମିତି କିଛି…

ସଂକଟରେ ସୋରେନ ସରକାର, ବସରେ ଅନ୍ୟତ୍ର ସିଫ୍ଟ ହେଲେ ବିଧାୟକ

ରାଞ୍ଚି: ସଂକଟରେ ସୋରେନ ସରକାର । ଲଗାତାର ଦ୍ୱିତୀୟ ଦିନ ବିଧାୟକଙ୍କ ସହ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ବୈଠକ କରିବା ପରେ ସମସ୍ତ ବିଧାୟକଙ୍କ ଫୋନ ସ୍ୱିଚ୍ ଅଫ୍ କରାଯାଇଛି । ବସରେ ୟୁପିଏ ବିଧାୟକମାନଙ୍କୁ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ ରାଜ୍ୟ ବାହାରକୁ ନେଇଛନ୍ତି । ବିଶେଷକରି ଛତିଶଗଡ଼ ସିଫ୍ଟ…

ଝାଡଖଣ୍ଡରେ ଭାଙ୍ଗିବକି ହେମନ୍ତଙ୍କ ସରକାର ? ମହାରାଷ୍ଟ୍ର ଭଳି ଝାଡଖଣ୍ଡରେ ସରକାର ଗଢିବ କି ବିଜେପି ?

ଝାଡଖଣ୍ଡ : ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ କି ହେମନ୍ତ ସୋରେନ ? ଝାଡଖଣ୍ଡରେ ଭାଙ୍ଗିବ କି ହେମନ୍ତଙ୍କ ମହାଗଠବନ୍ଧନ ସରକାର ?  ବିଜେପି ମହାରାଷ୍ଟ୍ର ଭଳି ଝାଡଖଣ୍ଡରେ ସରକାର ଗଢିବ କି ? ଏମିତି ଅନେକ ପ୍ରଶ୍ନ ଏବେ ଉଙ୍କିମାରୁଛି  ଝାଡଖଣ୍ଡର ରାଜ୍ୟ ରାଜନୀତିରେ  ? ଖଣି ଲିଜ୍ ଆବଣ୍ଟନରେ…

କଂଗ୍ରେସକୁ ଶିବୁ ସୋରେନ କାହିଁକି ଦେଲେ ଝଟକା ?

ଓଡ଼ିଶା ସମ୍ବାଦ ବ୍ୟୁରୋ:  ଆଉ ଦୁଇ ଦିନ ପରେ ରାଷ୍ଟ୍ରପତି ନିର୍ବାଚନ । ନିର୍ବାଚନ ଯେତିକି ପାଖେଇ ଆସୁଛି ଏନଡିଏ ପ୍ରାର୍ଥୀଙ୍କ ପ୍ରତି ସମର୍ଥନ ସେତିକି ବଢ଼ି ବଢ଼ି ଯାଉଛି । ତେବେ ସବୁଠୁ ବଡ଼ କଥା ହେଉଛି ମହାରାଷ୍ଟ୍ରରେ ଉଦ୍ଧବ ଠାକରେଙ୍କ ଶିବସେନା  କଂଗ୍ରେସ ପ୍ରାର୍ଥୀଙ୍କୁ ଭୋଟ ଦେବାକୁ ମନା…

ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେଇପାରେ ଜେଏମଏମ

ନୂଆଦିଲ୍ଲୀ:  ଏନ୍‌ଡିଏର ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଙ୍କୁ  ଗୋଟିଏ ପରେ ଗୋଟିଏ ଦଳ ସମର୍ଥନ କରିବାର ଲାଗିଛନ୍ତି । ଏହି କ୍ରମରେ ଜେଏମଏମ ମଧ୍ୟ ସମର୍ଥନ ଦେଇପାରେ ବୋଲି କୁହାଯାଉଛି । ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ସାକ୍ଷାତ କରିବା ପରେ ଏହି ଚର୍ଚା…