ଅନ୍ୟକୁ ଚାକରି ଦେବାବେଳେ ନିଜ ଚାକିରି ହରାଇଲେ ଗୁଗୁଲ୍ ସିଇଓ
କାହା ଭାଗ୍ୟ କେତେବେଳେ, କେମିତି ବଦଳିଯିବ, ତାହା କେହି କହି ପାରିବେ ନାହିଁ । ନିକଟରେ ଗୁଗୁଲ୍ ୧୨,୦୦୦ କର୍ମଚାରୀଙ୍କୁ ଚାକିରିରୁ ବାହାର କରିଥିଲାଯ । କମ୍ପାନୀର ହଠାତ୍ ଏପରି ନିଷ୍ପତ୍ତି ସମସ୍ତ କର୍ମଚାରୀମାନଙ୍କୁ ପ୍ରଭାବିତ କରିଥିଲା | ହେଲେ ଅନ୍ୟକୁ ଚାକରି ଦେବାବେଳେ ଯେ ନିଜ ଚାକିରି…