Latest Odisha News
Browsing Tag

Joe Baiden

ୟୁକ୍ରେନ୍‌କୁ ଟକ୍କର ଦେବା ଋଷ ପକ୍ଷେ ହେବ କଷ୍ଟକର

ନୂଆଦିଲ୍ଲୀ : ୟୁକ୍ରେନକୁ ଟକ୍କର ଦେବା ଏଣିକି ଋଷ ପକ୍ଷେ ହେବ କଷ୍ଟକର । ଖୁବ୍ ଶୀଘ୍ର ଆମେରିକାଠାରୁ ୟୁକ୍ରେନ ପାଇବ ୩୧ଟି ଶକ୍ତିଶାଳୀ M1 ଆବ୍ରାହମସ୍ ଟ୍ୟାଙ୍କ । ଏନେଇ ଘୋଷଣା କରିଛି ଆମେରିକା । ସେପଟେ ଜର୍ମାନୀ ବି ଲିଓପାର୍ଡ ଟ୍ୟାଙ୍କ ଯୋଗାଇବାକୁ ଘୋଷଣା କରିଛି । ଯୁଦ୍ଧ ପ୍ରସଙ୍ଗରେ…

ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ଘରେ ୧୩ ଘଣ୍ଟା ରେଡ୍‌

ନୂଆଦିଲ୍ଲୀ : ବଢିଲା ଜୋ ବାଇଡେନଙ୍କ ଅଡ଼ୁଆ । ଆମେରିକାର ଫେଡେରାଲ ବ୍ୟୁରୋ ଅଫ ଇନ୍‌ଭେଷ୍ଟିଗେସନ  ରାଷ୍ଟ୍ରପତି ଜୋ ବାଇଡେନଙ୍କ ୱିଲମିଙ୍ଗଟନରେ ଥିବା ବାସଭବନ ଚଢାଉ କରିଛନ୍ତି । ୧୩ ଘଣ୍ଟା ଖୋଜାଖୋଜି କରିବା ପରେ ୬ଟି ଗୋପନୀୟ ତଥ୍ୟ ପାଇଛନ୍ତି ।  ଜୋ ବାଇଡେନ କିଛି ହାତ ଲେଖା ନୋଟ୍‌…

ଯୁଦ୍ଧ ଭିତରେ ବାଇଡେନ ଏବଂ ଜିନ୍ ପିଙ୍ଗଙ୍କ କଥାବାର୍ତ୍ତା; ଆଲୋଚନାର ୫ ପ୍ରମୁଖ କାରଣ?

ନ୍ୟୁୟର୍କ: ଋଷ ୟୁକ୍ରେନ ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ଏବଂ ଚୀନ୍ ରାଷ୍ଟ୍ରପତି ଜିନ୍ ପିଙ୍ଗ୍ ଫୋନରେ କଥା ବାର୍ତ୍ତା ହୋଇଛନ୍ତି । ନିକଟରେ ଋଷ ଚୀନକୁ ଯୁଦ୍ଧ ପାଇଁ ସାମରିକ ଅସ୍ତ୍ର ଏବଂ ଆର୍ଥିକ ସହାୟତା ମାଗିଥିଲା। ଏହାପରେ ବାଇଡେନ୍ ଜିନ୍ ପିଙ୍ଗଙ୍କୁ ଫୋନ୍ କରି…