Latest Odisha News

BREAKING NEWS

Browsing Tag

JORANDA MELA

ଯୋରନ୍ଦା ମେଳା ପାଇଁ ଖୋଲିଲା ବାଟ

ଢେଙ୍କାନଳ : ଯୋରନ୍ଦା ମହିମା ଗାଦିରେ ତୃତୀୟ ବେଢ଼ା ଉଚ୍ଛେଦ ପରେ ମହିମା ସମାଜର ଦୁଇଗୋଷ୍ଠୀ ସାଧୁ ସମାଜଙ୍କ ମଧ୍ୟରେ ଅସନ୍ତୋଷ ଲାଗି ରହିଥିଲା। କୌପୀନଧାରୀ ମହିମା ସମାଜ ଓ ବଳ୍କଳଧାରୀ ସମାଜ ମଧ୍ୟରେ ବିବାଦ ଯୋଗୁଁ ଯୋରନ୍ଦା ମେଳା ଠିକ୍‌ଭାବେ ପାଳନ ହେବକି ନାହିଁ ଯେଉଁ ଆଶଙ୍କା…

[ଦେଖନ୍ତୁ ଭିଡିଓ] ଯୋରନ୍ଦା ଗାଦିରେ ମାଘ ଚତୁର୍ଦ୍ଦଶୀ ମହିମା ନୀତି

ଢେଙ୍କାନାଳ: ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମେଳା । ମାଘ ଚତୁର୍ଦ୍ଦଶୀ ମହିମା ଗୋଷାଇଁଙ୍କ ମହାପ୍ରୟାଣ ଦିବସରେ ମାଘ ମେଳା ଆରମ୍ଭ । ଏଥିରେ ଦେଶର କୋଣ ଅନୁକୋଣରୁ ଶହ ଶହ ମହିମା ସାଧୁଙ୍କ ସମାଗମ ହୋଇଥାଏ । ଉଭୟ ବକ୍କଳଧାରୀ ଏବଂ କୌପୁନିଧାରୀଙ୍କ ଗାଦି ମନ୍ଦିର, ଧୁନି ମନ୍ଦିର, ବତୀ ମନ୍ଦିରରେ…

ଆଜିଠୁ ଆରମ୍ଭ ବିଶ୍ବ ପ୍ରସିଦ୍ଧ ମାଘ ମେଳା

ଢ଼େଙ୍କାନାଳ: ଆଜିଠୁ ଆରମ୍ଭ ହୋଇଛି ବିଶ୍ବ ପ୍ରସିଦ୍ଧ ମାଘ ମେଳା ତଥା ଯୋରନ୍ଦା ଯାତ୍ରା । ମାଘ ଚତୁର୍ଦ୍ଦଶୀ ମହିମା ଗୋଷାଇଁଙ୍କ ମହାପ୍ରୟାଣ ଦିବସରେ ଆରମ୍ଭ ହୋଇଛି ବିଶ୍ବ ପ୍ରସିଦ୍ଧ ମହିମା ମାଘ ମେଳା । ଦେଶର କୋଣ ଅନୁକୋଣରୁ ମହିମା ସାଧୁମାନଙ୍କ ସମାଗମ ହୋଇଛି । କୋଭିଡ୍ କଟକଣା ଲାଗୁ…