ଦବୁଛି ଯୋଶୀମଠ, ଓଡ଼ିଶାର କେଉଁ ଜିଲ୍ଲାକୁ ରହିଛି ବିପଦ ?
ଭୁବନେଶ୍ୱର: ଉତ୍ତରାଖଣ୍ଡର ଯୋଶୀମଠରେ ଭୂମି ଦବିବାକୁ ନେଇ ଦେଶବାସୀଙ୍କ ଚିନ୍ତା ବଢ଼ିଛି । ତେବେ ଯୋଶୀମଠରେ କାହିଁକି ଦବୁଛି ମାଟି । ଭୂମିକମ୍ପ ସହ ରହିଛି କି ସମ୍ପର୍କ ? ବିଶେଷଜ୍ଞଙ୍କ କହିବା ଅନୁସାରେ, ବିଗତ କିଛି ବର୍ଷ ଧରି ଭୂସ୍ଖଳନ ହେଉଥିଲା । ଆଉ ଭୂସ୍ଖଳନର କାରଣ ହେଉଛି ଭୂମିକମ୍ପ ।…