Latest Odisha News

BREAKING NEWS

Browsing Tag

JP Nadda

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ. ପି. ନଡ୍ଡାଙ୍କ ଟ୍ୱିଟର ଆକାଉଣ୍ଟ ହ୍ୟାକ୍

ନୂଆଦିଲ୍ଲୀ: ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ. ପି. ନଡ୍ଡାଙ୍କ ଟ୍ୱିଟର ଆକାଉଣ୍ଟ ହ୍ୟାକ୍ । ଆଜି ସକାଳେ ତାଙ୍କ ଆକାଉଣ୍ଟକୁ କବଜାକୁ ନେଇଥିଲେ ହ୍ୟାକର । ମେସେଜ ବି ପୋଷ୍ଟ ହୋଇଥିଲା । ଯେଉଁଥିରେ ଲେଖାଥିଲା ରୁଷିଆ ଲୋକଙ୍କ ସହ ଠିଆ ହୁଅନ୍ତୁ । କ୍ରିପଟୋ କରେନ୍ସୀ ଦାନକୁ ସ୍ୱୀକାର କର ।…

ଆସନ୍ତା ୨୧ରେ ବସିବ ବିଜେପିର ରାଷ୍ଟ୍ରୀୟ ପଦାଧିକାରୀ ବୈଠକ

ନୂଆଦିଲ୍ଲୀ: ବିଜେପିର ରାଷ୍ଟ୍ରୀୟ ପଦାଧିକାରୀ ବୈଠକ ଆସନ୍ତା ୨୧ ତାରିଖରେ ବସିବ । ଏହି ବୈଠକରେ ସମସ୍ତ ରାଜ୍ୟର ସଭାପତି, ରାଜ୍ୟ ପ୍ରଭାରୀ ଓ ସହ-ପ୍ରଭାରୀଙ୍କ ସମେତ ରାଜ୍ୟରେ ଥିବା ସଂଗଠନର ମୁଖ୍ୟ ଉପସ୍ଥିତ ଥିଲେ । ବିଜେପି ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ବୈଠକରେ ପ୍ରଧାନମନ୍ତ୍ରୀ…

ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ବିଜେପିର ପରିବର୍ତ୍ତନ ଯାତ୍ରା

ପଶ୍ଚିମବଙ୍ଗ : ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ସରଗରମ ହେଉଛି ରାଜନୀତି । ତୃଣମୂଳ କଂଗ୍ରେସକୁ ଟକ୍କର ଦେବାକୁ ରଣନୀତି ଆରମ୍ଭ କରିଛି ବିଜେପି । ଏଥିପାଇଁ ଆଜିଠାରୁ ବିଜେପି ଆରମ୍ଭ କରିଛି ପରିବର୍ତ୍ତନ ଯାତ୍ରା । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଯୋଗଦେଇ ପରିବର୍ତ୍ତନ ଯାତ୍ରାର…

ଦଶହରାରେ ରାବଣ ଜାଗାରେ ଜଳିଲା ମୋଦିଙ୍କ ପୁତ୍ତଳିକା, ରାହୁଲଙ୍କୁ ଟାର୍ଗେଟ କଲେ ନଡ୍ଡା

ନୂଆଦିଲ୍ଲୀ: ରାବଣ ବଦଳରେ ଜଳିଲା ପ୍ରଧାନମନ୍ତ୍ରୀ ମୋଦିଙ୍କ ପୁତ୍ତଳିକା । ଦଶହରା ଅବସରରେ ପଞ୍ଜାବରେ ରାବଣ ମୁହଁରେ ପ୍ରଧାନମନ୍ତ୍ରୀଙ୍କ ଫଟୋ ଲାଗଇ ରାବଣ ପୋଡି ଉତ୍ସବ ପାଳନ କରାଯାଇଛି । ଏହି ଘଟଣାକୁ ନେଇ ବିବାଦ ମୁଣ୍ଡ ଟେକିଛି । ଏହି ଘଟଣା ପଛରେ କଂଗ୍ରେସର ଷଡଯନ୍ତ୍ର ଥିବା ବିଜେପି…

‘ଓଡ଼ିଶାରେ ବିଜେପି ସରକାର ଗଠନ ଆଉ ବେଶି ଦୂର ନୁହେଁ’

ଭୁବନେଶ୍ୱର: ଓଡ଼ିଶାରେ ଚାଲିଥିବା ଲମ୍ବା ରାଜନୈତିକ ଲଢ଼େଇରେ ବିଜେପି ରାଜ୍ୟରେ ମୁଖ୍ୟ ବିରୋଧୀ ଦଳ ଭାବେ ଉଭା ହୋଇଛି । ସେ ଦିନ ଆଉ ବେଶି ଦୂର ନୁହେଁ ଯେବେ ଆମେ ରାଜ୍ୟରେ ସରକାର ଗଠନ କରିବା । ଆଜି ବିଜେପିର ରାଜ୍ୟ କାର୍ଯ୍ୟକାରଣୀ ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ଭର୍ଚୁଆଲ ସମାବେଶରେ ଏହା…

ବିହାରରେ ଏକାଠି ନିର୍ବାଚନ ଲଢ଼ିବେ ବିଜେପି, ଜେଡିୟୁ ଓ ଏଲ୍‌ଜେପି

ନୂଆଦିଲ୍ଲୀ: ଆଗକୁ ଆସୁଛି ବିହାର ନିର୍ବାଚନ । ଏବେଠାରୁ ହିଁ ଏହାକୁ ନେଇ ରାଜନୀତି ଜୋର୍ ଧରିଛି । ସମସ୍ତ ରାଜନୈତିକ ଦଳ ଏଥିପାଇଁ ଆରମ୍ଭ କରିଛନ୍ତି କସରତ । ଏହାରି ଭିତରେ ବିଜେପି କାର୍ଯ୍ୟକାରଣୀ ବୈଠକ ସରିଛି । ନୀତିଶଙ୍କ ନେତୃତ୍ୱରେ ବିଜେପି, ଜେଡିୟୁ ଓ ଏଲ୍‌ପେଜି ଏକାଠି ହୋଇ ବିହାରରେ…

ବିଜେପି ସଭାପତି ଭାବେ ଦାୟିତ୍ୱ ନେଲେ ଜେପି ନଡ୍ଡା

ନୂଆଦିଲ୍ଲୀ: ବିଜେପିର ନୂଆ ସଭାପତି ଭାବେ ର୍ନିଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି ବିଜେପି କାର୍ଯ୍ୟକାରୀ ଅଧ୍ୟକ୍ଷ ଜେପି ନଡ୍ଡା। ଅମିତ ଶାହା, ରାଜନାଥ ସିଂହଙ୍କ ଉପସ୍ଥିତିରେ ରାଧା ମୋହନ ସିଂହ ତାଙ୍କ ନାମ ଉପରେ ମୋହର ମାରିଛନ୍ତି । ବିଜେପି ସଭାପତି ପଦ ପାଇଁ ଏକମାତ୍ର ପ୍ରାର୍ଥୀ ଭାବେ…