JSW ଜଜାଙ୍ଗ ଲୁହାଖଣିକୁ ଉତ୍କର୍ଷ ପରିବେଶ ପୁରସ୍କାର
ଭୁବନେଶ୍ୱର: JSW ଷ୍ଟିଲ (ଓଡ଼ିଶା ପରିଚାଳନା)ର ଜଜାଙ୍ଗ ଲୁହାପଥର ଖଣିକୁ ସମ୍ମାନଜନକ କଳିଙ୍ଗ ଏନଭରନେଣ୍ଟ ଏକ୍ସିଲେନ୍ସ ଆୱାର୍ଡ (ଉତ୍କର୍ଷ ପରିବେଶ ପୁରସ୍କାର) ମିଳିଛି । ଭୁବନେଶ୍ୱର ସ୍ଥିତ ହୋଟେଲ ନ୍ୟୁ ମାରିଅନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଜଜାଙ୍ଗ ଲୁହାଖଣି ଏଭିପି (ଖଣି ପରିଚାଳନା)…