Latest Odisha News

BREAKING NEWS

Browsing Tag

Judicial Custody

ଅଗଷ୍ଟ ୮ଯାଏଁ ବଢିଲା କେଜ୍ରିୱାଲଙ୍କ ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ: ଦିଲ୍ଲୀର ଏକ କୋର୍ଟ ଅର୍ଥ ହେରଫେର ତଥା ଦୁର୍ନୀତି ମାମଲାରେ ଗୁରୁବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ନ୍ୟାୟିକ ହେପାଜତ ଅବଧିକୁ ବଢାଇ ଦେଇଛନ୍ତି। ଅର୍ଥ ହେରଫେର ମାମଲାରେ ସ୍ୱତନ୍ତ୍ର ଜଜ୍ କାଭେରୀ ବାୱେଜା ଜୁଲାଇ ୩୧ ପର୍ଯ୍ୟନ୍ତ କେଜ୍ରିୱାଲଙ୍କ ନ୍ୟାୟିକ ହେପାଜତ…

ବିଚାର ବିଭାଗୀୟ ହାଜତକୁ ଗଲେ ଠକେଇ ଅଭିଯୋଗରେ ଗିରଫ ଘରୋଇ ନ୍ୟୁଜ୍ ଚ୍ୟାନେଲ୍ ସମ୍ପାଦକ

ଭୁବନେଶ୍ୱର: ଠକେଇ ଅଭିଯୋଗରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା(EOW) ଏକ ଘରୋଇ ନ୍ୟୁଜ୍ ଚ୍ୟାନେଲର ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କରିଛି । ଗିରଫ ପରେ ଅର୍ଦ୍ଧେନ୍ଦୁଙ୍କୁ ଇଓଡବ୍ଲୁ କୋର୍ଟ ଚାଲାଣ କରିଥିଲା । ଜାମିନ୍ ନାମଞ୍ଜୁର ହେବାରୁ କୋର୍ଟ ଜୁଲାଇ ୧୩ ପର୍ଯ୍ୟନ୍ତ…