Latest Odisha News
Browsing Tag

Junior Clerk

ଲାଞ୍ଚ ମାମଲାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣିଙ୍କୁ ୩ ବର୍ଷ ଜେଲ୍

ଅନୁଗୁଳ: ଦଣ୍ଡିତ ହେଲେ କନିଷ୍ଠ କିରାଣି । ଅନୁଗୁଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣି ପଙ୍କଜିନି ବିଶ୍ୱାଳଙ୍କୁ ଭିଜିଲାନ୍ସ କୋର୍ଟ ୩ ବର୍ଷ ଜେଲ୍ ଦଣ୍ଡାଦେଶ ଦେଇଛନ୍ତି । ଏଥିସହ ୫ ହଜାର ଟଙ୍କା ଜରିମାନା କରିଛନ୍ତି ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ । ଜରିମାନା ଅନାଦେୟ ରହିଲେ ଆଉ ୨…

ଭିଜିଲାନ୍ସ ଜାଲରେ ବଡ଼ଚଣା ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ଓ କନିଷ୍ଠ କିରାଣୀ

ଯାଜପୁର : ଆୟବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଧରାପଡ଼ିଲେ ବଡ଼ଚଣା ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ଓ କନିଷ୍ଠ କିରାଣୀ । ଜଣେ ଶିକ୍ଷକଙ୍କୁ ବକେୟା ପ୍ରାପ୍ୟ ପାସ କରାଇବା ଲାଗି କିରାଣୀଙ୍କ ମାଧ୍ୟମରେ  ନେଉଥିଲେ ୩୦ହଜାର ଟଙ୍କା  । ଲାଞ୍ଚ ନେଉଥିବା ବେଳେ ମାଡି ବସିଲା କଟକ ଭିଜିଲାନ୍ସ ଟିମ…

ଲାଞ୍ଚ ନେବାବେଳେ ଭିଜିଲାନ୍ସ ପଞ୍ଝାରେ ପଡ଼ିଲେ କନିଷ୍ଠ କିରାଣୀ ଅଜୟ ପାଣ୍ଡେ

ଝାରସୁଗୁଡ଼ା : ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣୀ । ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡିବସିଲା ଭିଜିଲାନ୍ସ ବିଭାଗ  । ଝାରସୁଗୁଡା କୃଷି ବିଭାଗର କନିଷ୍ଠ କିରାଣୀ ଅଜୟ ପାଣ୍ଡେ  ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି l ସୂଚନା ଅନୁଯାୟୀ ଝାରସୁଗୁଡା କୃଷି ବିଭାଗ…