‘ଓଏଚଆରସି’ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ ଜଷ୍ଟିସ ବିପି ଦାସ
ଭୁବନେଶ୍ୱର: ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ବିମଳ ପ୍ରସାଦ ଦାସ ଓଡ଼ିଶା ମାନବିକ ଅଧିକାର କମିଶନ (ଓଏଚଆରସି) ଅଧ୍ୟକ୍ଷ ଭାବେ ବୁଧବାର ଦିନ ଦାୟିତ୍ୱ ଗ୍ରହଣ କରିଛନ୍ତି ।
ଏଠାରେ ଉଲ୍ଲେଖଯୋଗ୍ୟ ଯେ, ଅଗଷ୍ଟ ୨୨ ତାରିଖରେ ଓଏଚଆରସି ଅଧ୍ୟକ୍ଷ ଭାବେ ଜଷ୍ଟିସ ବିପି ଦାସଙ୍କ…