Latest Odisha News

BREAKING NEWS

Browsing Tag

Justice For Pari

ପରୀ ପାଇଁ ବିଜେପି ପଦଯାତ୍ରାର ଆଦି ଦ୍ୱିତୀୟ ଦିନ

ଭୁବନେଶ୍ୱର: ନୟାଗଡ଼ ନାବାଳିକା ପରୀକୁ ନ୍ୟାୟ ଦେବାକୁ ବିଜେପି ଆରମ୍ଭ କରିଥିବା ପଦଯାତ୍ରାର ଆଜି ଦ୍ୱିତୀୟ ଦିନ । ଆଜି ଯାଆଁଳାରୁ ପଦଯାତ୍ରା ନୟାଗଡ଼ ଯଦୁପୁର ଅଭିମୁଖେ ବାହାରିବ । ଗତକାଲି ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରରୁ ଏହି ପଦଯାତ୍ରା ବାହାରି ଯାଆଁଳା ଯାଏ ଯାଇଥିଲା । ପାଞ୍ଚ ଦିନରେ…

ପରୀ ପାଇଁ ଆଜିଠୁ ବିଜେପିର ପଦଯାତ୍ରା, ଲିଙ୍ଗରାଜ ମନ୍ଦିରରୁ ଯଦୁପୁର ଯାଏ

ଭୁବନେଶ୍ୱର: ନୟାଗଡ଼ ନାବାଳିକା ‘ପରୀ’କୁ ନ୍ୟାୟ ଦାବିରେ ରାଜରାସ୍ତାକୁ ଓହ୍ଲାଇଛି ବିଜେପି । ଦଳ ପକ୍ଷରୁ ସମସ୍ତ ବିଧାନସଭା କ୍ଷେତ୍ରରେ ପଦଯାତ୍ରା ଚାଲିଛି । ଆଜି କୁନି ଝିଅକୁ ନ୍ୟାୟ ଦେବା ଦାବିରେ ଭୁବନେଶ୍ୱରରୁ ପରୀର ଗାଁ ନୟାଗଡ଼ ଜିଲ୍ଲା ଯଦୁପୁର ଯାଏ ପଦଯାତ୍ରା ଆରମ୍ଭ କରିବ ବିଜେପି ।…

ନୟାଗଡ଼ରେ ରାଜ୍ୟ ବିଜେପିର ନୂଆ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ, ପରୀ ପରିବାରକୁ ଭେଟିବା କାର୍ଯ୍ୟକ୍ରମ

ନୟାଗଡ଼: ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଜ୍ୟ ବିଜେପିର ନୂଆ ପ୍ରଭାରୀ ଡି. ପୁରନ୍ଦେଶ୍ବରୀ ଆଜି ନୟାଗଡ଼ରେ ପହଞ୍ଚିଛନ୍ତି । ଜିଲ୍ଲା ବିଜେପି କାର୍ୟ୍ୟାଳୟରେ ପହଞ୍ଚିବା ପରେ ତାଙ୍କପ ସ୍ବାଗତ କରାଯାଇଥିଲା । ପୁରନ୍ଦେଶ୍ବରୀ ଯଦୁପୁର ଯାଇ ପରୀର ପରିବାରକୁ ଭେଟିବେ । ତାଙ୍କ ସହ…

ପରୀକୁ ନ୍ୟାୟ ଦାବିରେ ରାଜ୍ୟ ବିଜେପି କରିବ ପଦଯାତ୍ରା 

ଭୁବନେଶ୍ୱର: ନୟାଗଡ଼ ନାବାଳିକା ହତ୍ୟା ମାମଲାକୁ ନେଇ ରାଜନୀତି ଥମୁନି । ନାବାଳିକାକୁ ନ୍ୟାୟ ଓ ଘଟଣାର ସିବିଆଇ ତଦନ୍ତ ସହ ମନ୍ତ୍ରୀ ଅରୁଣ ସାହୁଙ୍କ ବରଖାସ୍ତ  ଦାବି କରୁଛି ବିଜେପି । ଦଳ ଏବେ ନିଷ୍ପତ୍ତି ନେଇଛି ପରୀକୁ ନ୍ୟାୟ ଦେବା ପାଇଁ ପଦଯାତ୍ରା କରିବ । ଏନେଇ ସୂଚନା ଦେଇଛନ୍ତି ବିଜେପି…

ପରୀ ପାଇଁ ନ୍ୟାୟ ଦାବି: ରାଜଭବନ ଆଗରେ ବିଜେପିର ଧାରଣା

ଭୁବନେଶ୍ୱର: ନୟାଗଡ଼ର ନାବାଳିକ ହତ୍ୟା ମାମଲାରେ ଥମୁନି ରାଜନୀତି । ‘ପରୀ’କୁ ନ୍ୟାୟ ଦାବିରେ ରାଜରାସ୍ତାକୁ ଓହ୍ଲାଇଛି ବିଜେପି । ଆଜି ବିଜେପି ପକ୍ଷରୁ ଭୁବନେଶ୍ୱର ରାଜଭବନ ଆଗରେ ଧାରଣା ଦିଆଯାଇଛି । ଅଭିଯୁକ୍ତଙ୍କ ଗିରଫ ସହ ଘଟଣାର ସିବିଆଇ ତଦନ୍ତ ଓ ମନ୍ତ୍ରୀ ଅରୁଣ ସାହୁଙ୍କ ବରଖାସ୍ତ ଦାବି…

ପରୀ ପାଇଁ ନ୍ୟାୟ ଦାବି: ଜାତୀୟ ଶିଶୁ ସୁରକ୍ଷା କମିଶନଙ୍କୁ ଭେଟିଲେ ସମ୍ବିତ ପାତ୍ର

ନୂଆଦିଲ୍ଲୀ: ନୟାଗଡର ନାବାଳିକା ‘ପରୀ’କୁ ନ୍ୟାୟ ମାମଲା ଏବେ ଦିଲ୍ଲୀରେ ପହଞ୍ଚିଛି । ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ଡକ୍ଟର ସମ୍ବିତ ପାତ୍ର ଆଜି ଜାତୀୟ ଶିଶୁ ସୁରକ୍ଷା କମିଶନଙ୍କୁ ଭେଟି ଏସମ୍ପର୍କିତ ଏକ ଦାବି ପତ୍ର ପ୍ରଦାନ କରିଛନ୍ତି । ଦାବିପତ୍ରରେ ଦୁଇଟି ପ୍ରସଙ୍ଗ ଉଠାଇଛନ୍ତି । ଡକ୍ଟର…