Latest Odisha News

BREAKING NEWS

Browsing Tag

Justice S. Muralidhar

ଶ୍ରୀମନ୍ଦିରରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

ପୁରୀ : ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଏସ.ମୁରଲୀଧର ଆଜି ଶ୍ରୀମନ୍ଦିରରେ ପହଞ୍ଚି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ଶ୍ରୀମନ୍ଦିରରେ ପ୍ରବେଶ କରିବା ବେଳେ ସେ କୋଭିଡ ରିପୋର୍ଟ ଦେଖାଇବା ପରେ ଦର୍ଶନ କରିଥିଲେ । ଜଷ୍ଟିସ ଏସ. ମୁରଲୀଧର ଗତ ୪ ତାରିଖରେ ଓଡ଼ିଶା ହାଇକୋର୍ଟର…

ଶପଥ ନେଲେ ଓଡ଼ିଶା ହାଇକୋର୍ଟଙ୍କ ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍. ମୁରଲୀଧର

ଭୁବନେଶ୍ୱର: ଓଡ଼ିଶା ହାଇକୋର୍ଟଙ୍କ ନୂଆ ମୁଖ୍ୟ ବିଚାରପତି ହୋଇଛନ୍ତି ଜଷ୍ଟିସ ଏସ୍. ମୁରଲୀଧର । ଆଜି ସେ ଶପଥ ନେଇଛନ୍ତି । ରାଜଭବନରେ ଆୟୋଜିତ ହୋଇଥିଲା ସମାରୋହ । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଶପଥପାଠ କରାଇଥିଲେ । ଜଷ୍ଟିସ୍ ଏସ୍ ମୁରଲୀଧର ହାଇକୋର୍ଟଙ୍କ ୩୨ତମ ମୁଖ୍ୟ ବିଚାରପତି…

ସୋମବାର ଶପଥ ନେବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

ଭୁବନେଶ୍ୱର: ଆସନ୍ତା ସୋମବାର ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ ଏସ. ମୁରଲୀଧର । ସକାଳ ୧୦ଟାରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ । ଏହି ଉତ୍ସବରେ ରାଜ୍ୟପାଳ ଗଣେଶୀ ଲାଲ, ବାଚସ୍ପତି ସୂର‌୍ୟ୍ୟ ନାରାୟଣ ପତ୍ର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ଶାସନ…

ଆସନ୍ତା ୪ ତାରିଖରେ ଓଡ଼ିଶା ହାଇକୋର୍ଟଙ୍କ ମୁଖ୍ୟ ବିଚାରପତି ଭାବରେ ଶପଥ ନେବେ ଜଷ୍ଟିସ ଏସ. ମୂରଲୀଧର

ଭୁବନେଶ୍ୱର: ଓଡ଼ିଶା ହାଇକୋର୍ଟଙ୍କ ମୁଖ୍ୟ ବିଚାରପତି ଭାବରେ ଜଷ୍ଟିସ ଏସ୍. ମୂରଲୀଧରଙ୍କୁ ନିଯୁକ୍ତି ମିଳିଛି । ଆସନ୍ତା ୪ତାରିଖରେ ସେ ଶପଥ ନେବେ । ରାଜଭବନ ପରିସରରେ ଅନୁଷ୍ଠିତ ହେବ ଶପଥ ଗ୍ରହଣ ସମାରୋହ । ଜଷ୍ଟିସ ଏସ୍. ମୂରଲୀଧର ଆସନ୍ତାକାଲି ଭୁବନେଶ୍ୱରରେ ପହଞ୍ଚିବେ ବୋଲି ସୂଚନା ମିଳିଛି…