Latest Odisha News
Browsing Tag

justice

ନ୍ୟାୟ ପାଇଁ ପ୍ରେମିକର ଘର ସାମ୍ନାରେ ପ୍ରେମିକାର ଧାରଣା

କାମାକ୍ଷାନଗର: ବିବାହର ପ୍ରତିଶୃୁତି ଦେଇ ଅଧା ବାଟରେ ପ୍ରେମିକାକୁ ଛାଡ଼ି ଛୁ ମାରିଲା ପ୍ରେମିକ । ଶଙ୍ଖା ସିନ୍ଦୂର ଧରି ପ୍ରେମିକର ଘର ସାମ୍ନାରେ ଧାରଣାରେ ବସିଲା ପ୍ରେମିକା । ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି କଙ୍କଡାହାଡ଼ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ । ଦୀର୍ଘ ୧୪ ବର୍ଷ ଧରି…

ବିଚାରପତି ଦେବପ୍ରିୟ ମହାପାତ୍ରଙ୍କ ଦେହାନ୍ତ

କଟକ: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଚିସ ଦେବପ୍ରିୟ ମହାପାତ୍ରଙ୍କ ଅସୁସ୍ଥତା କାରଣରୁ ପରଲୋକ ହୋଇଥିବାର ଖବର ମିଳିଛି  ।୧୯୩୭ ମସିହା ଅଗଷ୍ଟ ୩ ତାରିଖରେ ବରିଷ୍ଟ ଆଇନଜୀବୀଙ୍କ ପରିବାରରେ ଜଷ୍ଟିସ ଦେବପ୍ରିୟ ମହାପାତ୍ର ଜନ୍ମ ଗ୍ରହଣ କରିଥିଲେ । ଜଷ୍ଟିସ୍ ମହାପାତ୍ର ତାଙ୍କର…