Latest Odisha News
Browsing Tag

Jyoti Prakash Mohapatra

ନକଲି ଔଷଧର ଅସଲି ଚେର

ଜ୍ୟୋତିପ୍ରକାଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ପଲିଟିକସ ଫଲିଟିକସ… ଆଗରୁ ସବୁ ନକଲି ହୋଇ ସାରିଥିଲା । ଖାଦ୍ୟ, ବସ୍ତ୍ର, ବାସଗୃହ, ଶିକ୍ଷା । ଯାହା ଆମେ ନିତିଦିନିଆ ଜୀବନରେ ଦେଖୁ, ବ୍ୟବହାର କରୁ । ସେସବୁର ନକଲି ସାମଗ୍ରୀ ପ୍ରସ୍ତୁତ ହୋଇ ବର୍ଷ ବର୍ଷ ଧରି ବିକ୍ରି ହୋଇ ଆସୁଛି । ଗରିବ,…

ଦତ୍ତାତ୍ରେୟ, ସାମ୍ବାଦିକ ଓ ପୁଲିସର ଆକ୍ରମଣ

ଜ୍ୟୋତିପ୍ରକାଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ପଲିଟିକସ ଫଲିଟିକସ… ସକାଳୁ ସକାଳୁ ଆଜି ଏକ ଅଭାବନୀୟ ଓ ଛାତିକୁ ବାଧିଲା ପରି ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ପ୍ରଥମେ ଆସିଲା । ପରେ ତାହା ମୁଖ୍ୟସ୍ରୋତ ଗଣମାଧ୍ୟମରେ ବି ଆସିଗଲା । ପୁରୀରେ ରାଜ୍ୟର ଏକ ପ୍ରମୁଖ ଖବରକାଗଜ ପାଇଁ କାର୍ଯ୍ୟ କରୁଥିବା…

ସଭ୍ୟତା ଓ ଅମାନିଆ ମଣିଷ

ଜ୍ୟୋତିପ୍ରକାଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ପଲିଟିକସ ଫଲିଟିକସ… ସେ ଜୀଇଁବାରେ ବା କି ମଜା ଯୋଉଠି ସଂଘର୍ଷ ନାହିଁ । କଣ ପାଇଁ ଯୋଉ ରାସ୍ତା ଆମକୁ ଦେଖାଇ ଦିଆ ଯାଇଛି- ସେ ରାସ୍ତାରେ ଆମେ ଚାଲୁଥିବା ? ରେଳ ଧାରଣା ପରି, ଯୋଡ଼ାଏ ସୀମାରେଖା । ସମାନ୍ତରାଳ । ସବୁଦିନେ, ସଦାକାଳ । ରାସ୍ତା…

‘ପରୀ’ ପାଇଁ କଥାଟିଏ

ଜ୍ୟୋତିପ୍ରକାଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ପଲିଟିକସ ଫଲିଟିକସ… ୨୦୧୮ ମସିହା ମେ ମାସର ଘଟଣା । ରାଜ୍ୟ ସରକାର ସେହି ସମୟରେ ଗୋଟିଏ କାର୍ଯ୍ୟକ୍ରମ ହାତକୁ ନେଇଥିଲେ । ଯା’ର ନାଁ ଥିଲା- ପରୀ ପାଇଁ କଥାଟିଏ । ଉଦ୍ଦେଶ୍ୟ ଥିଲା- ଶିଶୁ ଓ ନାବାଳିକା ବିରୋଧୀ ଅପରାଧ ଓ ଯୌନ ନିର୍ଯାତନା ରୋକିବା…

ବିଶ୍ୱବିଦ୍ୟାଳୟ କଣ କଲେଜ?

ଜ୍ୟୋତିପ୍ରକାଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ପଲିଟିକସ ଫଲିଟିକସ… ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ରାଜ୍ୟ ସରକାର ସଂଶୋଧନ ଆଣିଛନ୍ତି । ଏବେକାର ସମୟକୁ ଦେଖି ପଦକ୍ଷେପ ନିଆଯାଇଛି ବୋଲି କୁହାଯାଉଛି । ଏଥର ଏକାଥରେ ଅନେକ ନୂଆ ବିଷୟ ଏହି ଆଇନରେ ସ୍ଥାନ ପାଇଛି । ଯାହା ଭିତରେ ବିଶ୍ୱବିଦ୍ୟାଳୟର…

ଘାଇ ରାଜନୀତି

 ଜ୍ୟୋତିପ୍ରକାଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ପଲିଟିକସ ଫଲିଟିକସ… ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟା ଆସି ରାଜ୍ୟକୁ ବେହାଲ୍‍ କରି ଦେଇଛି । ମହାନଦୀ, ବ୍ରାହ୍ମଣୀ, ବୈତରଣୀ, ସୁବର୍ଣ୍ଣରେଖା, ଖରସ୍ରୋତା ଆଦି ପ୍ରତିଟି ନଦୀରେ ବନ୍ୟା କାରଣରୁ ଲକ୍ଷ ଲକ୍ଷ ଲୋକ କ୍ଷତିଗ୍ରସ୍ତ ହୋଇଛନ୍ତି ।…