କାଳ ବୈଶାଖୀରେ କ୍ଷୟ କ୍ଷତି
କଳାହାଣ୍ଡି: କାଳ ବୈଶାଖୀ ଯୋଗୁ ଅନେକ କ୍ଷୟ କ୍ଷତି ହେଇଛି । କଳାହାଣ୍ଡି ଜିଲ୍ଲା ଏମ୍ ରାମପୁର ବ୍ଲକର ମଦନପୁର ପଞ୍ଚାୟତ ଅଞ୍ଚଳରେ ଅପରାହ୍ନରେ ହୋଇଥିବା ଝଡ଼ ତୋଫାନରେ ଅନେକ କ୍ଷୟକ୍ଷତି ଘଟିଛି । ଯାହାକୁ ନେଇ ଚିନ୍ତାରେ ଅଞ୍ଚଳ ବାସୀ। ଏହି ଝଡ଼ ତୋଫାନ ରେ ଅଞ୍ଚଳର ଅନେକ ଗୁଡ଼ିଏ ଘର ଭାଙ୍ଗିବା…