କାଳିଆ ହିତାଧିକାରୀଙ୍କୁ ଅତିରିକ୍ତ ୧୦୦୦ ଟଙ୍କାର ସହାୟତା
ଭୁବନେଶ୍ବର : କୋଭିଡ ମହାମାରୀ ସମୟରେ ସ୍ବତନ୍ତ୍ର ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାଦ୍ବାରା କୃଷକ, ଶ୍ରମିକ, ଛାତ୍ରଛାତ୍ରୀ, ଆଦିମ ଜନଜାତି, ଗରିବ ଷ୍ରଣୀର ଲୋକେ ଲାଭବାନ ହେବେ । ପ୍ୟାକେଜ ଅନୁଯାୟୀ, କାଳିଆ ଯୋଜନାର ହିତାଧିକାରୀଙ୍କ ପାଇଁ ସ୍ବତନ୍ତ୍ର ସହାୟତା ଦେବାକୁ…