Latest Odisha News

BREAKING NEWS

Browsing Tag

Kalia Yojana

କାଳିଆ ଯୋଜନାକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କାଳିଆ ସହାୟତା ଅର୍ଥ ବଣ୍ଟନ  ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀମାନଙ୍କୁ ନୂଆଖାଇ ବାର୍ତ୍ତା ପଠାଇଛନ୍ତି । ନୂଆଖାଇ ମାଟି ମା’ର ପର୍ବ। ଆମର ଚାଷୀ ଭାଇମାନଙ୍କ ପରିଶ୍ରମ ଯୋଗୁ ଆମେ ସମସ୍ତେ ମାଟି ମା’ର ଆଶୀର୍ବାଦ ପାଉ। ତେଣୁ ଚାଷୀ ଆମର ଗର୍ବ ଓ ଗୌରବ ବୋଲି କହିଛନ୍ତି…

କାଳିଆ ଯୋଜନାର ଭୂମିହୀନଙ୍କୁ ସ୍ୱତନ୍ତ୍ର କୋଭିଡ ସହାୟତାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ କାଳିଆ ଯୋଜନା ହିତାଧିକାରୀଙ୍କୁ ମିଳିବ କୋଭିଡ୍ ସହାୟତା । ୧୮ ଲକ୍ଷ ଭୂମିହୀନ କୃଷକଙ୍କ ପରିବାରକୁ ୩୮୬ କୋଟି ଟଙ୍କାର ସ୍ୱତନ୍ତ୍ର କୋଭିଡ୍ ସହାୟତା ପ୍ରଦାନ କରିବେ ସରକାର । ଆଜି ଏହାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ଣ ସାଢ଼େ ୫ଟାରେ ଏହି…

୩୪ ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ଗଲା କାଳିଆ ଟଙ୍କା

ଭୁବନେଶ୍ବର : ଚାଷୀଙ୍କ ଆକାଉଣ୍ଟକୁ ପଠାଗଲା କାଳିଆ ଟଙ୍କା । ପବିତ୍ର ଓଡ଼ିଶା ଦିବସ ଅବସରରେ ରାଜ୍ୟର ୩୪ ଲକ୍ଷରୁ ଅଧିକ ଚାଷୀଙ୍କ ଖାତାକୁ କାଳିଆ ଯୋଜନାରେ ୬୯୩.୯୪ କୋଟି ଟଙ୍କା ପ୍ରଦାନ କରାଯାଇଛି । ରବି ଋତୁ ପାଇଁ ଚାଷୀଙ୍କ ଆକାଉଣ୍ଟକୁ ଏହି ଟଙ୍କା ପ୍ରଦାନ କରାଯାଇଥିବା ମୁଖ୍ୟମନ୍ତ୍ରୀ ନବୀନ…

୫୩ ଲକ୍ଷ ଚାଷୀଙ୍କ ବ୍ୟାଙ୍କ ଖାତାକୁ ଆଜି ଯିବ ‘କାଳିଆ’ ସହାୟତା ରାଶି

ଭୁବନେଶ୍ୱର:ଆଜି ଚାଷୀଙ୍କ ଆକାଉଣ୍ଟରେ ମିଳିବ କାଳିଆ ଯୋଜନାର କିସ୍ତି । ଓଡ଼ିଶାର ୫୩ ଲକ୍ଷ ଚାଷୀଙ୍କୁ ୧୨ ଶହ କୋଟି ଟଙ୍କା ଡିବିଟି ଜରିଆରେ ବାଣ୍ଟିବେ ସରକାର । ଏହି ଅର୍ଥ ସିଧାସଳଖ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯିବ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୨୦-୨୧ ବର୍ଷ ପାଇଁ କାଳିଆ…