Latest Odisha News

BREAKING NEWS

Browsing Tag

Kalinga Ghati

କଳିଙ୍ଗା ଘାଟି ଦୁର୍ଘଟଣା;୧୨ ଆହତଙ୍କୁ ଘରକୁ ପଠାଇଲା ଗଞ୍ଜାମ ପ୍ରଶାସନ

ବ୍ରହ୍ମପୁର: କଳିଙ୍ଗା ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ଆହତଙ୍କ ଚିକିତ୍ସା ବ୍ରହ୍ମପୁର ବଡ଼ ମେଡ଼ିକାଲରେ ଚାଲିଥିଲା । ଗୁରୁବାର ପଶ୍ଚିମବଙ୍ଗ ସରକାରଙ୍କ ଏକ ଉଚ୍ଚ ସ୍ତରୀୟ ଟିମ୍‌ ବ୍ରହ୍ମପୁର ବଡ଼ ମେଡ଼ିକାଲକୁ ଆସି ଆହତଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ । ଏହି ଟିମ୍‌ରେ ଥିଲେ…

କଳିଙ୍ଗା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍: ୬ ମୃତ, ୪୫ ଆହତ

ଫୁଲବାଣୀ: କନ୍ଧମାଳ ଜିଲ୍ଲା କଳିଙ୍ଗା ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭଞ୍ଜନଗର ଦୁର୍ଗାପ୍ରସାଦରେ ଓଲଟିଲା ପଶ୍ଚିମବଙ୍ଗ ଟୁରିଷ୍ଟ ବସ୍ । ଏଥିରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୫ରୁ ଅଧିକ ପର୍ଯ୍ୟଟକ ଆହତ ହୋଇଛନ୍ତି । ମୃତକଙ୍କ ଭିତରେ ୬ ଜଣ ମହିଳା ଓ ୨ ଜଣ ପୁରୁଷ ଥିବା ସୂଚନା…

କଳିଙ୍ଗା ଘାଟିରୁ ଓଲଟିଲା ଟ୍ରକ୍‌, ୨ ଆହତ

କନ୍ଧମାଳ: କଳିଙ୍ଗା ଘାଟିରେ ଟ୍ରକ୍ ଦୁର୍ଘଟଣା ଗ୍ରସ୍ତ । କଳିଙ୍ଗା ଘାଟିରେ ଟ୍ରକ୍ ଦୁର୍ଘଟଣା ଗ୍ରସ୍ତ । ଏହି ଦୁର୍ଘଟଣାରେ ଦୁଇ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ଗୁରୁତରଙ୍କୁ ପ୍ରଥମେ ଭଂଜନଗର ମେଡିକାଲ ଓ ପରେ ପରେ ବ୍ରହ୍ମପୁର ବଡ ମେଡିକାଲକୁ ଚିକତ୍ସା ପାଇଁ ସ୍ଥାନାନ୍ତର କରାଯାଇଛି…

କଳିଙ୍ଗା ଘାଟିରେ ବସ୍‌-ଟ୍ରକ୍ ମଧ୍ୟରେ ଧକ୍କା, ୫ ଆହତ

ଗଞ୍ଜାମ:ଗଞ୍ଜାମ-କନ୍ଧମାଳ ସୀମାନ୍ତରେ ଥିବା କଳିଙ୍ଗା ଘାଟିରେ ପୁଣି ଏକ ବସ୍‌ ଓ ଏକ ଟ୍ରକ୍‌ ମଧ୍ୟରେ ଧକ୍କା ହୋଇଛି । ଦୁର୍ଘଟଣାରେ ପାଞ୍ଚ ଜଣ ଆହତ ହୋଇଥିବା ଜଣାପଡ଼ିଛି । ଆହତଙ୍କୁ ଭଞ୍ଜନଗର ହସପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ଦୁର୍ଘଟଣାଗ୍ରସ୍ତ ବସଟିର ନାଁ ବଡ଼ପଣ୍ଡା ।…