ଧାରାବାହିକ ଉପନ୍ୟାସ : ଦେବୀ ( ୩୦)
କାମଦେବ ମହାରଣାଙ୍କ ଧାରାବାହିକ ଉପନ୍ୟାସ “ଦେବୀ” : ଭାଗ ୩୦
ଦେବ ତାକୁ ପାଣି ମାଗୁଛନ୍ତି ଏହା ଦେବୀ ପାଇଁ ଥିଲା ଏକ ଅବିଶ୍ଵାସନୀୟ ସତ୍ୟ। ସେ ପ୍ରଥମେ ବୁଝିପାରିଲା ନାହିଁ ପାଣି କଣ! ତାକୁ ନେଇ ଜଣେ କରିବ କଣ! ସେ କାହିଁକି ପାଣି ଦେବ!! ଅତିଶଯ୍ୟ ଆନନ୍ଦ ତାକୁ ଅନ୍ଧ କରିଦେବ ବୋଧେ।ତାକୁ…