Latest Odisha News

BREAKING NEWS

Browsing Tag

Kamakhynagar

ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍‌, ୨୦ରୁ ଉର୍ଦ୍ଧ୍ୱ ଆହତ

ଢେଙ୍କାନାଳ : ରେକୁଳା ବ୍ରିଜ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ବ୍ରିଜରୁ ତଳକୁ ଖସିପଡିଲା ଟାଟାଏସି ଭ୍ୟାନ୍ । ଦୁର୍ଘଟଣାରେ ୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ସୂଚନା ମୂତାବକ, ଗତକାଲି ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଅନ୍ତର୍ଗତ ଆଳତୁମା ଗ୍ରାମରୁ କୋଟଗରା…

ଗାଡ଼ି କିସ୍ତି ଦେବାକୁ ଯିବା ବାଟରେ ଚାଲିଗଲା ଦାଦା, ପୁତୁରାଙ୍କ ଜୀବନ

କାମାକ୍ଷାନଗର : ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ଼ ଥାନା ଅନ୍ତର୍ଗତ ବନ୍ଦାଣିଆ ଗ୍ରାମ ନିକଟରେ ସଡ଼କ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍‌ । ଦୁର୍ଘଟଣାସ୍ଥଳରେ ୨ ଜଣ ବାଇକ୍‌ ଆରୋହୀ ମୃତ । ମୃତକଦ୍ୱୟ ହେଲେ ଯାଜପୁର ଜିଲ୍ଲାର ଟାଟାମାଇନ୍ସ ଅଞ୍ଚଳ ମଲ୍ଲାର ସାହିର…

ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଳିଗଲା ଟ୍ରକ; ଚାଲିଗଲା ଡ୍ରାଇଭରଙ୍କ ଜୀବନ

କାମାକ୍ଷାନଗର : ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣା । ଡିଭାଇଡରରେ ପିଟି ହୋଇ ଜଳିଗଲା ଟ୍ରକ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି । ଘଟଣାଟି ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥର ମଠକରଗୋଳା ବାଲିସାହି ନିକଟରେ ଘଟିଛି । ସୂଚନା ଅନୁଯାୟୀ, ଯାଜପୁର…

ପ୍ଲାଣ୍ଟେସନ ନାଁରେ ହରିଲୁଟ୍‌, ଜାଳିଦେଲେ ହଜାର ହଜାର ଗଛ

କାମାକ୍ଷାନଗର : ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରୁ ଆସିଲା ସଙ୍ଗିନ ଅଭିଯୋଗ । ବୃକ୍ଷ ରୋପଣ ନାଁରେ ବନ ବିଭାଗ ବାବୁଙ୍କ ହରିଲୁଟ। ଜାଳିଦେଲେ ହଜାର ହଜାର ବୃକ୍ଷ  । ପ୍ଲାଣ୍ଟେସନ ନାଁରେ ହରିଲୁଟ କରିଛନ୍ତି ବନ ବିଭାଗ ଅଧିକାରୀ । ଢେଙ୍କାନାଳ ବନଖଣ୍ଡ କାମାକ୍ଷାନଗର କନ୍ଧରା ବିଟ ଅନ୍ତର୍ଗତ କରଡାପାଳ…

ଭୂତ ନେଇଗଲା ଘର, ତଦନ୍ତ ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

କାମାକ୍ଷାନଗର : ଲୋକଙ୍କ ପାଇଁ ସରକାର କରିଛନ୍ତି ମାଳମାଳ ଯୋଜନା । ହେଲେ ପ୍ରକୃତ ହିତାଧିକାରୀ ପାଉନାହାଁନ୍ତି ଘର ଭୂତ ହଡ଼ପ କରୁଛି ଘର । ଏଭଳି ଘଟଣା କାମାକ୍ଷାନଗର ବ୍ଲକ ବାଉଁଶପାଳ ଗାଁରେ ଘଟିଛି  । ଜଣେ ଦଳିତ ବସ୍ତିର ଲୋକଙ୍କ ଘର ହଡ଼ପ ହୋଇଥିବା ଅଭିଯୋଗ ହୋଇଛି  । ପଞ୍ଚାୟତ…