Latest Odisha News

BREAKING NEWS

Browsing Tag

Kamala Haris

୨୦୨୪ ରାଷ୍ଟ୍ରପତି ନିର୍ବାଚନ ଲଢ଼ିବେ ଜୋ ବାଇଡେନ୍ ଓ କମଲା ହ୍ୟାରିସ୍

ୱାଶିଂଟନ୍: ରାଷ୍ଟ୍ରପତି ନିର୍ବାଚନ ଲଢ଼ିବେ ଜୋ ବାଇଡେନ୍ । ୨୦୨୪ ରାଷ୍ଟ୍ରପତି ନିର୍ବାଚନ ଲଢ଼ିବା ନେଇ ଘୋଷଣା କରିଛନ୍ତି ଜୋ ବାଇଡେନ୍ । ଏନେଇ ସେ ଏକ ୩ ମିନିଟର କ୍ୟାମ୍ପେନ୍ ଭିଡିଓ ଜାରି କରିଛନ୍ତି । କ୍ୟାମ୍ପେନ ଭିଡିଓରେ ଆମେରିକୀୟ ଗଣତନ୍ତ୍ରକୁ ସୁରକ୍ଷା ଦେବା କଥା କୁହାଯାଇଛି ।…

କମଲା ହାରିସ୍ କରୋନା ସଂକ୍ରମିତ ଚିହ୍ନଟ

ୱାଶିଂଟନ: ଆମେରିକା ଉପରାଷ୍ଟ୍ରପତି କମଲା ହାରିସ ମଙ୍ଗଳବାର କରୋନା ସଂକ୍ରମିତ ହୋଇଛନ୍ତି । ମଙ୍ଗଳବାର କମଲାଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି । ସଂକ୍ରମିତ ଚିହ୍ନଟ ହେବା ପରେ ତାଙ୍କ ଶରୀରରେ କୌଣସି ଲକ୍ଷଣ ଦେଖାଯାଇନି । ଏବଂ ସେ ଶାରୀରିକ ଭାବେ ସୁସ୍ଥ ଥିବା ପ୍ରକାଶ…

ଆଜିଠୁ ଆମେରିକାରେ ବାଇଡେନ୍ ଯୁଗର ଆରମ୍ଭ

ଓ୍ୱାଶିଂଟନ୍: ଆମେରିକାରେ ଆଜିଠୁ ବାଇଡେନ୍ ରାଜ୍ । ଦେଶରେ ନୂଆ ରାଷ୍ଟ୍ରପତି ଭାବରେ ଶପଥ ନେବେ ଜୋ ବାଇଡେନ୍ । ତାଙ୍କୁ ଶପଥ ପାଠ କରାଇବେ ସୁପ୍ରିମକୋର୍ଟ ବିଚାରପତି ଜନ୍‌ ରବର୍ଟସ୍‌ । ବାଇଡେନଙ୍କ ସହ ଉପରାଷ୍ଟ୍ରପତି ଭାବରେ କମଲା ହାରିସ ଶପଥ ନେବେ । ବାଇଡେନ ଦେଶରେ ୪୬ତମ ରାଷ୍ଟ୍ରପତି ଭାବରେ…

ବାଲୁକା କଳାରେ ବାଇଡେନ୍ ଓ କମଲା ହାରିସଙ୍କୁ ଶୁଭେଚ୍ଛା

ପୁରୀ: ଆଜିଠୁ ଆମେରିକାରେ ବାଇଡେନ୍ ରାଜ୍ । ଶପଥ ନେବେ ଆମେରିକାର ନୂଆ ରାଷ୍ଟ୍ରପତି ଜୋ ବାଇଡେନ୍ ଓ ଉପରାଷ୍ଟ୍ରପତି କମଲା ହାରିସ । ତାପୂର୍ବରୁ ବାଲୁକାକଳାରେ ସେମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ସୁଦର୍ଶନ ବାଲିରେ…

ଜୋ ବାଇଡେନ୍ ଆମେରିକା ରାଷ୍ଟ୍ରପତି, କମଲା ହାରିସ ଉପରାଷ୍ଟ୍ରପତି

ଓ୍ୱାଶିଂଟନ୍: ଚାରି ଦିନ ପରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି । ବିଶ୍ୱର ସବୁଠୁ ଶକ୍ତିଶାଳୀ ରାଷ୍ଟ୍ର ଆମେରିକା ପାଇଲା ନୂଆ ରାଷ୍ଟ୍ରପତି । ବାଜି ମାରିଲେ ଡେମୋକ୍ରାଟିକ୍ ପାର୍ଟି ପ୍ରାର୍ଥୀ ଜୋ ବାଇଡେନ୍ । ରିପବ୍ଲିକାନ୍ ପାର୍ଟି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କୁ ହରାଇ ବିଜୟୀ ହୋଇଛନ୍ତି ୭୭…