Latest Odisha News
Browsing Tag

Kamala Pujari

କମଳା ପୂଜାରୀଙ୍କୁ ଜବରଦସ୍ତି ନଚେଇବା ଘଟଣା: ପରଜା ସଂପ୍ରଦାୟର ଆନ୍ଦୋଳନ ଚେତାବନୀ

ଭୁବନେଶ୍ୱର: ପରଜା ଆଦିବାସୀ ସମ୍ପ୍ରଦାୟ ଆନ୍ଦୋଳନକୁ ଓହ୍ଲାଇବ । ଏହି ସଂପ୍ରଦାୟର ସଦସ୍ୟ ମାନେ ପଦ୍ମ ପୁରସ୍କାର ପ୍ରାପ୍ତ କମଳା ପୂଜାରୀଙ୍କୁ ଜବରଦସ୍ତି ନଚେଇବା ଘଟଣାରେ ଏଭଳି ଚେତାବନୀ ଦେଇଛନ୍ତି । କଟକ ଏସସିବିରେ ଚିକିତ୍ସିତ ହେଉଥିବା ସମୟରେ ସମାଜସେବୀ ମମତା, କମଳାଙ୍କୁ ଜବରଦସ୍ତି…

କିଡନୀ ଚିକିତ୍ସା ପାଇଁ ଜୟପୁରରୁ କଟକ ଏସ୍‌ସିବି ସ୍ଥାନାନ୍ତର ହେଲେ ପଦ୍ମଶ୍ରୀ କମଳା ପୂଜାରୀ

ଓଡ଼ିଶା ସମ୍ବାଦ ବ୍ୟୁରୋ: କିଡନୀଜନିତ ସମସ୍ୟାକୁ ନେଇ ଜୟପୁରରୁ କଟକ ଏସ୍‌ସିବି ସ୍ଥାନାନ୍ତର ହୋଇଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ ।  ପ୍ରଥମେ କାଜୁଆଲିଟି ଓ ପରେ ଆଇସିୟୁକୁ ସ୍ଥାନାନ୍ତର କରାଯାଇଛି ।  କମଳା ପୂଜାରୀଙ୍କ ଚିକିତ୍ସା ପାଇଁ ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ମଧ୍ୟ ଗଠନ କରାଯାଇଛି । …

ପୁଣି ଅସୁସ୍ଥ ପଦ୍ମଶ୍ରୀ କମଳା ପୂଜାରୀ, ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

କୋରାପୁଟ: ପୁଣି ଅସୁସ୍ଥ ପଦ୍ମଶ୍ରୀ କମଳା ପୂଜାରୀ । ପଦ୍ମଶ୍ରୀ କମଳା ପୂଜାରୀଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ କଟକ ଏସସିବି ମେଡିକାଲ୍ କଲେଜରେ ଭର୍ତ୍ତି କରାଯାଇଛି । ମାସକ ତଳେ କମଳା ପୂଜାରୀ ଅସୁସ୍ଥ ହୋଇ ପଡ଼ିଥିଲେ । ତାଙ୍କୁ କୋରାପୁଟ ଜିଲ୍ଲା ଜୟପୁର ସ୍ଥିତ ଜିଲ୍ଲା ମୁଖ୍ୟ…

ଓଡିଶାର ୩ ଜଣଙ୍କୁ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ : ଓଡିଶାର ଦୈତାରୀ ନାୟକ, ଡି. ପ୍ରକାଶ ରାଓ ଓ କମଳା ପୂଜାରୀଙ୍କୁ ସମାଜସେବା କ୍ଷେତ୍ରରେ ତାଙ୍କର ଉଲ୍ଲେଖନୀୟ ଅବଦାନ ଲାଗି ରାଷ୍ଟ୍ରପତି ରାମନାଥ କୋବିନ୍ଦ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଛନ୍ତି। ଶ୍ରୀଯୁକ୍ତ ରାଓ ବସ୍ତି ପିଲାଙ୍କୁ ଶସ୍ତାରେ ଶିକ୍ଷା ପ୍ରଦାନ କରି…