ଭଉଣୀ ରଙ୍ଗୋଲିଙ୍କ ମାମଲାରେ ମୁହଁ ଖୋଲିଲେ କଙ୍ଗନା ରଣାୱତ୍ !
ମୁମ୍ବାଇ: ଇନ୍ଷ୍ଟାଗ୍ରମରେ ଭିଡିଓ ଶେୟାର କଲେ ବଲିଉଡ ଅଭିନେତ୍ରୀ କଙ୍ଗନା ରଣାୱତ୍ । ଭଉଣୀ ରଙ୍ଗୋଲିଙ୍କ ବିବାଦୀୟ ଟୁଇଟ୍ ପରେ ଟୁଇଟର ତାଙ୍କ ଆକାଉଣ୍ଟକୁ ସସ୍ପେଣ୍ଡ କରିଥିଲା । ଏ ନେଇ ଟୁଇଟରକୁ ବନ୍ଦ କରିବା ଲାଗି କଙ୍ଗନା ଭାରତ ସରକାରଙ୍କୁ ଅନୁରୋଧ କରିଛନ୍ତି ।
…