Latest Odisha News

BREAKING NEWS

Browsing Tag

Kangana Ranaut

ହାପି ବାର୍ଥ ଡେ କଙ୍ଗନା, ବାଲୁକାକଳା ମାଧ୍ୟମରେ କଙ୍ଗନାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ପୁରୀ: ଆଜି ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତଙ୍କ ଜନ୍ମଦିନ । ଏଥିପାଇଁ ତାଙ୍କୁ ସମସ୍ତେ ଶୁଭେଚ୍ଛା ଜଣାଉଛନ୍ତି । ଏହି ଅବସରରେ କଙ୍ଗନାକୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ପୁରୀର ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ସେ ପୁରୀ ସମୁଦ୍ରକୂଳରେ ଏକ ସୁନ୍ଦର ବାଲୁକା କଳା ତିଆରି କରିଛନ୍ତି ।…

ମୁମ୍ୱାଇ କ୍ରାଇମବ୍ରାଞ୍ଚରେ ହାଜର ହେବାକୁ ହ୍ରିତିକ ରୋଶନଙ୍କୁ ସମନ୍

ମୁମ୍ୱାଇ: ବଲିଉଡ୍ ଅଭିନେତା ହ୍ରିତିକ ରୋଶନଙ୍କୁ ମୁମ୍ୱାଇ କ୍ରାଇମବ୍ରାଞ୍ଚର ସମନ୍ । ଆସନ୍ତାକାଲି ହାଜର ହେବାକୁ ନିର୍ଦ୍ଦେଶ ରହିଛି । ଅଭିନେତ୍ରୀ କଙ୍ଗନା ରଣାଓ୍ୱତଙ୍କ ସହ ଇ-ମେଲ୍ ଓ୍ୱାରକୁ ନେଇ ହୋଇଥିବା ମାମଲାରେ ହ୍ରିତିକଙ୍କୁ ଡାକି ପଚରାଉଚରା କରିବ ମୁମ୍ୱାଇ କ୍ରାଇମବ୍ରାଞ୍ଚ ।…

ଭୁବନେଶ୍ୱରରେ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାୱତ

ଭୁବନେଶ୍ୱର: ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାୱତ ଆଜି ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି । ତେବେ ଯାହା ଅନୁମାନ କରାଯାଉଛି କୌଣସି କାର୍ଯ୍ୟକ୍ରମରେ ନୁହେଁ ବରଂ ସେ ବୁଲିବା ପାଇଁ ଆସିଛନ୍ତି । ଏକ ସୂତ୍ରରୁ ଜଣାପଡିଛି ଯେ ସେ ରାଜଧାନୀର ଏକ ପ୍ରିମିୟର ହୋଟେଲରେ ରହିଛନ୍ତି । ସେ…

ବିଳମ୍ବିତ ରାତି ଯାଏ କାମ କରୁଥିବା ମହିଳାଙ୍କ ପାଇଁ ଏମିତି କହିଲେ କଙ୍ଗନା

ନୂଆଦିଲ୍ଲୀ: ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ ସାମାଜିକ-ରାଜନୀତି ପ୍ରସଙ୍ଗ ବ୍ୟତୀତ ବଲିଉଡ୍‌ ସହିତ ଜଡ଼ିତ ବିଭିନ୍ନ ପ୍ରସଙ୍ଗ ଉପରେ ନିଜର ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଥାନ୍ତି। କଙ୍ଗନା ବର୍ତ୍ତମାନ ତାଙ୍କର ନୂଆ ଚଳଚ୍ଚିତ୍ର ଧାକଡର ସୁଟିଂରେ ବ୍ୟସ୍ତ ଅଛନ୍ତି। ସେପଟେ ବିଳମ୍ବିତ ରାତିରେ…

ଲଭ୍ ଜିହାଦ୍ ଆକ୍ଟ ସମର୍ଥନରେ କ’ଣ କହିଲେ କଙ୍ଗନା?

ନୂଆଦିଲ୍ଲୀ: କଙ୍ଗନା ରାନାୱତ ତାଙ୍କର ସ୍ପଷ୍ଟବାଦିତା ପାଇଁ ଅନେକ ସମୟରେ ଚର୍ଚ୍ଚାରେ ରହିଆସୁଛନ୍ତି। ସେ ତାଙ୍କ ଫିଲ୍ମର ସୁଟିଂକୁ ନେଇ ଭୋପାଳରେ ଅଛନ୍ତି। ସୁଟିଂ ଆରମ୍ଭ ହେବା ପୂର୍ବରୁ ମଧ୍ୟପ୍ରଦେଶର ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଉଷା ଠାକୁର କଙ୍ଗନାଙ୍କୁ ସ୍ୱାଗତ କରିଥିଲେ। ଏଭଳି…

କଙ୍ଗନା ରାଣାୱତଙ୍କ ଟ୍ୱିଟର ଆକାଉଣ୍ଟ ସସ୍‌ପେଣ୍ଡ୍‌ କରାଯାଉ; ମୁମ୍ବାଇ ହାଇକୋର୍ଟ

ନୂଆଦିଲ୍ଲୀ: ମୁମ୍ବାଇର ହାଇକୋର୍ଟ ପକ୍ଷରୁ କଙ୍ଗନା ରାଣାୱତଙ୍କ ଟ୍ୱିଟର ଆକାଉଣ୍ଟକୁ ସସ୍‌ପେଣ୍ଡ୍‌ କରିବାକୁ ଦାବି କରାଯାଇଛି। ହାଇକୋର୍ଟରେ ଏକ ପିଟିସନ ଦାଖଲ କରାଯାଇଛି ଯେଉଁଥିରେ କୁହାଯାଇଛି ଯେ କଙ୍ଗନା ରାନାୱତ ତାଙ୍କ ଟ୍ୱିଟର ଆକାଉଣ୍ଟ ଜରିଆରେ ସାରା ଦେଶରେ ଘୃଣା ଏବଂ ଅସନ୍ତୋଷ ବିସ୍ତାର…

ମନ୍ଦ ଉଦ୍ଦେଶ୍ୟ ରଖି ଭଙ୍ଗାଯାଇଥିଲା କଙ୍ଗନାଙ୍କ ଅଫିସର କିଛି ଅଂଶ: ବମ୍ବେ ହାଇକୋର୍ଟ

ମୁମ୍ୱାଇ: ଅଦାଲତି ଲଢ଼େଇ ବଲିଉଡ ଅଭିନେତ୍ରୀ କଙ୍ଗନା ରଣାଓ୍ୱତଙ୍କ ବିଜୟ । ମହାରାଷ୍ଟ୍ର ସରକାରଙ୍କ ଲାଗିଛି ଝଟକା । ବେଆଇନ୍ ନିର୍ମାଣ ଅଭିଯୋଗରେ କଙ୍ଗନାଙ୍କ ଅଫିସ ଭାଙ୍ଗିବା ମାମଲାରେ ରାୟ ଶୁଣାଇଛନ୍ତି ବମ୍ବେ ହାଇକୋର୍ଟ । ନିଜ ରାୟରେ କୋର୍ଟ କହିଛନ୍ତି, ମନ୍ଦ ଉଦ୍ଦେଶ୍ୟ ରଖି ବିଏମସି…

କଙ୍ଗନା ଓ ରଙ୍ଗୋଲିଙ୍କୁ ମୁମ୍ବାଇ ପୋଲିସର ଡାକରା

ମୁମ୍ବାଇ: ବଲଉଡର କୁଇନ୍ କଙ୍ଗନା ରଣୌତଙ୍କୁ ପୁଣି ସମନ୍ । ତାଙ୍କୁ ଏବଂ ତାଙ୍କୁ ଭଉଣୀ ରଙ୍ଗୋଲି ଚନ୍ଦେଲଙ୍କୁ ମୁମ୍ବାଇ ପୋଳିସ ସମନ କରିଛି । ସୋସିଆଲ ମିଡିଆରେ କିଛି ଦିନ ତଳେ ବିବାଦୀୟ ବୟାନ ଦେବା ଘଟଣାରେ ମୁମ୍ବାଇ ପୋଲିସ ଏକ ମାମଲା ରୁଜୁ କରିଥିଲା । ଏହି ମାମଲାରେ ପଚରାଉଚରା ପାଇଁ ୨…

କାହିଁକି ପ୍ରିୟଙ୍କାଙ୍କର ପ୍ରଶଂସକ ଅଟନ୍ତି କଙ୍ଗନା

ମୁମ୍ବାଇ: ବଲିଉଡର ବୋଲ୍ଡ ଏବଂ ବିୟୁଟିଫୁଲ କଙ୍ଗନା ରାଣାୱତ ହୁଏତ ଅନେକ ବଲିଉଡ ଷ୍ଟାରଙ୍କ ଉପରେ ନିଜର ଅସନ୍ତୁଷ୍ଟି ବ୍ୟକ୍ତ କରିପାରନ୍ତି, କିନ୍ତୁ ତାଙ୍କ ନଜରରେ ଏମିତି ଜଣେ ଅଭିନେତ୍ରୀ ଅଛନ୍ତି ଯାହାଙ୍କର ସେ ପିଲାଦିନର ପ୍ରଶଂସକ ଅଟନ୍ତି । ଇଟାଇମ୍ସକୁ ଦେଇଥିବା ଏକ ସାକ୍ଷାତକାରରେ କଙ୍ଗନା…

କଙ୍ଗନାଙ୍କ ଫ୍ଲାଇଟରେ ହଙ୍ଗାମା; ସାମ୍ବାଦିକଙ୍କ ଉପରେ ବ୍ୟାନ୍ ଲଗାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ: ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋ ପକ୍ଷରୁ ସୁରକ୍ଷା ନିୟମ ଓ ସାମାଜିକ ଦୂରତା ନିୟମ ଉଲ୍ଲଘଂନ କରିବା ଅଭିଯୋଗରେ ୯ ସାମ୍ବାଦିକଙ୍କ ଉପରେ ୧୫ ଦିନ ପାଇଁ ବ୍ୟାନ୍ କରାଯାଇଛି । ସୂଚନାନୁଯାୟୀ ମହାରାଷ୍ଟ୍ର ସରକାର ସହ ବାଦ ବିବାଦରେ ଥିବା କଙ୍ଗନା ରାଣାୱତ ଗତ ସେପ୍ଟେମ୍ବର ୯…