Latest Odisha News

BREAKING NEWS

Browsing Tag

KANGAROO COURT

ରାଜଧାନୀରେ କଙ୍ଗାରୁ କୋର୍ଟ, ଲଜ୍ଜାରେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର : କମେଣ୍ଟ ମାରିବା ଯୁବକଙ୍କୁ ପଡ଼ିଲା ମହଙ୍ଗା । ଆଇନକୁ ହାତକୁ ନେଲେ ଗ୍ରାମବାସୀ । ୨ପୁଅ ସହ ବାପାକୁ ଉଠବସ୍‌ କରାଇଲେ ଗାଁ ଲୋକେ । ସୋଶିଆଲ ମିଡିଆରେ ଭିଡିଓ କଲେ ଭାଇରାଲ  । ତେବେ ଏଭଳି ନିନ୍ଦନୀୟ ଦୃଶ୍ୟ ଦେଖିବାକୁ ମିଳିଛି ରାଜଧାନୀର ବରମୁଣ୍ଡା ପାଲା ମଣ୍ଡପଠାରେ  ।…

ଭୋଟ ପାଇଁ କଙ୍ଗାରୁକୋର୍ଟ: ଦଳିତ ପରିବାରକୁ ନିର୍ଯାତନା

ବଲାଙ୍ଗୀର : ଭୋଟ୍‌ ପାଇଁ କଙ୍ଗାରୁକୋର୍ଟ । ଜଣେ ପ୍ରାର୍ଥୀଙ୍କୁ ଭୋଟ୍‌ ଦେବାପାଇଁ ମନା କରିଦେବାରୁ ଏକ ଦଳିତ ପରିବାରକୁ ଗାଁ ଛାଡ଼ିବାକୁ ପଡ଼ିଛି। ଜୀବନ ପ୍ରତି ଭୟ ରହିଥିବା ଆଶଙ୍କାରେ ପରିବାର ପୁଲିସ ପାଖକୁ ବି ଯାଇନାହାନ୍ତି । ବଲାଙ୍ଗୀର ଜିଲ୍ଲା ବେଲପଡ଼ା ବ୍ଲକ୍‌ ମଣ୍ଡଳ ପଞ୍ଚାୟତରେ…

କଙ୍ଗାରୁ କୋର୍ଟରେ ସଜ୍ଜା ! ଜୀବନ ହାରିଲେ ଯୁବକ

ନୟାଗଡ଼ : କଙ୍ଗାରୁ କୋର୍ଟର କଠୋର ନିଷ୍ପତ୍ତିରେ ଜୀବନ ହାରିଲେ ଯୁବକ । କଙ୍ଗାରୁ କୋର୍ଟରେ ଭୁଲ୍‌ ମାଗିବା ସହ ୮ ହଜାର ୫ ଶହ ଟଙ୍କା ଫାଇନ୍‌ ଦେଇଥିଲେ ଯୁବକ ଜଣକ । ଏହାପରେ ଏଥିରେ ଅପମାନିତ ହୋଇ ଯୁବକ ଜଣ ଆତ୍ମହତ୍ୟା କରିଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି । ନୟାଗଡ଼ ଜିଲ୍ଲା ଖତିଆଁ…

କଙ୍ଗାରୁ କୋର୍ଟରେ ନିର୍ଯାତନା ଘଟଣା: ସମ୍ପୃକ୍ତି ନେଇ ୫ ଗିରଫ

ନୟାଗଡ: କଙ୍ଗାରୁ କୋର୍ଟ ନିର୍ଯାତନା ଘଟଣାରେ ସମ୍ପୃକ୍ତି ନେଇ ୫ ଗିରଫ । ନୟାଗଡ ଜିଲ୍ଲା ବାଣିଗୋଚ୍ଛା ଥାନା ଚଢେୟାପଲ୍ଲୀରେ ଗୁଣିଗାରେଡି ସନ୍ଦେହରେ କଙ୍ଗାରୁ କୋର୍ଟ କରି ନିର୍ଯାତନା ଘଟଣାରେ ୫ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ପୋଲିସ । ଗତ ୧୯ ତାରିଖରେ ଗାଁରେ ଗୁଣିଗାରେଡି…