Latest Odisha News

BREAKING NEWS

Browsing Tag

kapil dev

ହସ୍ପିଟାଲ ବେଡରୁ କପିଲ ଦେବଙ୍କ ପ୍ରଥମ ଫଟୋ

ନୂଆଦିଲ୍ଲୀ: ଭାରତକୁ ପ୍ରଥମ ବିଶ୍ୱକପ୍ କ୍ରିକେଟ ଟ୍ରଫି ଜିତାଇଥିବା କପିଲ ଦେବ ଫ୍ୟାନଙ୍କ ପାଇଁ ଖୁସିବ ଖବର । ତାଙ୍କର ଆଞ୍ଜିଓପ୍ଲାଷ୍ଟି ଅସ୍ତ୍ରୋପଚରା ସଫଳ ହେବା ପରେ ସାମନାକୁ ଆସିଛି ଫଟୋ। ହସ୍ପିଟାଲରୁ ବେଡରୁ ତାଙ୍କର ଫଟୋ ଆସିଛି । ଯେଉଁଥିରେ ସେ ସୁସ୍ଥ ଥିବା ନଜର ଆସିଛନ୍ତି । ଦୁଇ…

ସୁସ୍ଥ ହେଉଛନ୍ତି କପିଲ ଦେବ, ସୋସିଆଲ୍ ମିଡିଆରେ ସେୟାର କଲେ ପୋଷ୍ଟ

ନୂଆଦିଲ୍ଲୀ: ଅସ୍ତ୍ରୋପଚାର ପରେ ଧୀରେ ଧୀରେ ସୁସ୍ଥ ହେଉଛନ୍ତି କିମ୍ବଦନ୍ତୀ କ୍ରିକେଟର କପିଲ ଦେବ । ଅସ୍ତ୍ରୋପଚାର ସଫଳ ହୋଇଛି । ନିଜର ସୋସିଆଲ୍ ମିଡିଆ ଆକାଉଣ୍ଟରେ ଏନେଇ ସେ ସୂଚନା ଦେଇଛନ୍ତି । ଦ୍ରୁତ ଆରୋଗ୍ୟ କାମନା କରିଥିବାରୁ ସମର୍ଥକଙ୍କୁ ଧନ୍ୟବାଦ ଜଣାଇଛନ୍ତି କପିଲ ଦେବ । କପିଲ…

ହୃଦଘାତର ପୀଡିତ ହରିୟାଣା ହୁରିକେନ୍ କପିଲ ଦେବ, ହସ୍ପିଟାଲରେ ଭର୍ତ୍ତି !

ନୂଆଦିଲ୍ଲୀ: ଭାରତର ପ୍ରଥମ କ୍ରିକେଟ୍ ବିଶ୍ୱବିଜେତା ଅଧିନାୟକ ତଥା ଲିଜେଣ୍ଡାରୀ କ୍ରିକେଟର୍ କପିଲ ଦେବ ହୃଦଘାତରେ ପୀଡିତ । ଆଜି ସକାଳୁ ସଙ୍କଟାପନ୍ନ ଅବସ୍ଥାରେ ଦିଲ୍ଲୀର ଫୋର୍ଟିସ୍ ଏସ୍କର୍ଟସ ହାର୍ଟ ଇନ୍‌ଷ୍ଟିଟ୍ୟୁଟରେ ତାଙ୍କୁ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ଆଂଜିଓପ୍ଲାଷ୍ଟି…

ନୂଆ ଲୁକ୍‌ରେ କପିଲ ଦେବ, ଫଟୋ ଭାଇରାଲ

ନୂଆଦିଲ୍ଲୀ: ଲକଡାଉନ୍ ଭିତରେ ସାମ୍ନାକୁ ଆସିଛି ପୂର୍ବତନ ଭାତରୀୟ କ୍ରିକେଟର କପିଲ ଦେବଙ୍କ ନୂଆ ଲୁକ୍ । ତାଙ୍କର ଏବେ ନୂଆ ଲୁକ୍‌କୁ ନେଇ ଏବେ ଚାରିଆଡେ ଚର୍ଚ୍ଚା । ଯିଏ ବି ତାଙ୍କ ନୂଆ ଲୁକ୍ ଦେଖୁଛି ସିଏ ଆଶ୍ଚର୍ଯ୍ୟ ହୋଇପଡୁଛନ୍ତି । ଭାରତର କ୍ରିକେଟ କିମ୍ବଦନ୍ତୀ କପିଲ ନିଜ ମୁଣ୍ଡରୁ ସବୁ…

କରୋନା ପାଣ୍ଠି ଲାଗି ଭାରତ-ପାକ ମ୍ୟାଚ; ସୋଏବଙ୍କ ପ୍ରସ୍ତାବକୁ କପିଳ ଦେବଙ୍କ ନାପସନ୍ଦ

ନୂଆଦିଲ୍ଲୀ: ସମଗ୍ର ବିଶ୍ୱରେ କରୋନା ଏବେ ଏକ ମହାମାରୀର ରୂପ ନେଇଛି । ବିଶ୍ୱର ଅନେକ ରାଷ୍ଟ୍ର ସମେତ ଭାରତ ଓ ପାକିସ୍ତାନ ମଧ୍ୟ ଏହି ଘାତକ କରୋନା ରୋଗର ଶିକାର ହୋଇଛନ୍ତି । ଏହାକୁ ଦୃଷ୍ଟିରେ ରଖି ପାକିସ୍ତାନର ପୂର୍ବତନ ଫାଷ୍ଟବୋଲର୍ ସୋଏବ୍ ଅଖତାର ଏକ ପ୍ରସ୍ତାବ ଦେଇଥିଲେ । କରୋନା ପାଣ୍ଠି…

‘୮୩’ର ଫଟୋ ଶେଆର କଲେ ରଣବୀର, ଲୁକ ଦେଖି ଛୁଟିଲା ପ୍ରଶଂସାର ସୁଅ

ମୁମ୍ବାଇ: ସମ୍ନାକୁ ଆସିଛି ଅଭିନେତା ରଣବୀର ସିଂହଙ୍କ ଆଗାମୀ ଫିଲ୍ମ ‘୮୩’ର ଲୁକ୍‌ । ନିଜ ଜନ୍ମଦିନ ଅବସରରେ ରଣବୀର ଏହାକୁ ସୋସିଆଲ ମିଡିଆରେ ନିଜେ ଶେଆର କରିଛନ୍ତି । ଏହି ଫିଲ୍ମରେ ରଣବୀର ପୂର୍ବତନ କ୍ରିକେଟର କପିଲ ଦେବଙ୍କ ଚରିତ୍ରରେ ନଜର ଆସିବେ । ଫିଲ୍ମର ପ୍ରଥମ ପୋଷ୍ଟରରେ ରଣବୀର…