ଲଗାଣ ବର୍ଷାରେ ଧସିଲା କରଡ଼ା ଘାଟି, ଯାତାୟାତ ବାଧାପ୍ରାପ୍ତ
ବାଲିଗୁଡ଼ା: ଲଗାଣ ବର୍ଷାରେ ଧସିଲା କରଡ଼ା ଘାଟି । କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ୍ କରଡ଼ା ଘାଟି ଧସିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ମିଳିଥିବା ସୂଚନା ଅନୁସାରେ, ଘାଟିର ୩ଟି ସ୍ଥାନରେ ପାର୍ଶ୍ଵ କାନ୍ଥ ଧସିଯିବା ଫଳରେ ଟ୍ରକ, ବସ୍ ଯାତାୟତ ବନ୍ଦ ରହିଛି । କିଛି ଲୋକେ ବିପଦ ସଂକୁଳ…