Latest Odisha News
Browsing Tag

Karanjia

ଦାହ ସଂସ୍କାର ପାଇଁ ଆସିଥିଲେ, ବଜ୍ରପାତରେ ଚାଲିଗଲା ୩ ଜଣଙ୍କ ଜୀବନ

ବାରିପଦା: ଘର ଉପରେ ଖସିଲା ମୃତ୍ୟୁ । ବୈଶାଖର ବଜ୍ରାଘାତରେ ଚାଲିଗଲା ତିନି ତିନି ଜଣଙ୍କ ଜୀବନ । ଦାହ ସଂସ୍କାର ପାଇଁ ଆସିଥିବା ବେଳେ ବଜ୍ରପାତରେ ୩ ଜଣ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । କରଞ୍ଜିଆ…

ବରଯାତ୍ରୀରେ ନଚେଇଲେ ବିଷାକ୍ତ ନାଗ, କରଞ୍ଜିଆ ରେ ୫ ଜଣ ଗିରଫ

ଭୁବନେଶ୍ୱର: ବରଯାତ୍ରୀ ରେ ନାଗ ସାପ ଧରି ନାଚୁଥିଲେ । ଭିଡିଓ ଭାଇରାଲ ହେଲା । କରଞ୍ଜିଆ ବନ ବିଭାଗ ଆସି ପାଞ୍ଚ ଜଣଙ୍କୁ ଗିରଫ କରିଛି । ଏନେଇ ସ୍ନେକ୍ ହେଲପଲାଇନ ପ୍ରତିଷ୍ଠାତା ଶୁଭେନ୍ଦୁ ମଲ୍ଲିକ୍ ସୂଚନା ଦେଇଛନ୍ତି । ବୁଧବାର କରଞ୍ଜିଆ ସହରରେ ଏକ ବରଯାତ୍ରୀ ଶୋଭାଯାତ୍ରାରେ ଜଣେ ସାପୁଆ ଏକ…

ନୃଶଂସ ହତ୍ୟାକାଣ୍ଡ: ମହିଳାଙ୍କ ଗଣ୍ଡିରୁ ମୁଣ୍ଡ ଅଲଗା କରିଦେଲେ ଦୁର୍ବୃତ୍ତ

ବାରିପଦା: ବୀଭତ୍ସ, ଅମାନୁଷିକ ଓ ନୃଶଂସକାଣ୍ଡ । ମହିଳାଙ୍କ ଗଣ୍ଡିରୁ ମୁଣ୍ଡକୁ ଅଲଗା କରିଦେଲେ ଦୁର୍ବୃତ୍ତ । ଗାଁ ଦାଣ୍ଡରୁ ମହିଳା ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର ହୋଇଛି । ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ବାଲିଭୋଳ ଗାଁରେ ଦେଖିବାକୁ ମିଳିଛି ଏଭଳି ବୀଭତ୍ସ ହତ୍ୟାକାଣ୍ଡ । ଖବର ପାଇ…

୨ଦିନ ଲାଗି ବନ୍ଦ କରଞ୍ଜିଆର ଦୋକାନ ବଜାର

କରଞ୍ଜିଆ: ମୟୁରଭଞ୍ଜର କରଞ୍ଜିଆ ସହରର ସମସ୍ତ ଦୋକାନ ବଜାର ଆଗାମୀ ୨ ଦିନ ଯାଏଁ ବନ୍ଦ ରହିବ ବୋଲି ଘୋଷଣା ହୋଇଛି। ସୂଚନା ଅନୁଯାୟୀ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗତକାଲି ଜିଲ୍ଲାପାଳଙ୍କ ଅପିଲ ପରେ ବ୍ୟବସାୟୀ ସଂଘ ଏପରି ନିଷ୍ପତ୍ତି ନେଇଛି। ଯାହା ଫଳରେ ଆଜି ସକାଳ ୬ଟାରୁ ୨୮ ତାରିଖ…

୧୦ ଦିନ ପରେ ବି ଜଳୁଛି ଶିମିଳିପାଳ, ୩୦ଟି ସ୍ଥାନରେ ଲାଗିଛି ନିଆଁ

ବାରିପଦା: ୧୦ ଦିନ ପରେ ବି ଜଳୁଛି ଶିମିଳିପାଳ । ଲିଭୁନି ନିଆଁ । ନିଆଁ ଆୟତ୍ତ କରିବାକୁ ବନ ବିଭାଗ ଉଦ୍ୟମ କରୁଛି । ଗୋଟିଏ ଅଞ୍ଚଳରେ ନିଆଁ ଲିଭିବା ବେଳକୁ ଅନ୍ୟ ଅଞ୍ଚଳରେ ଲାଗି ଯାଉଛି । ଯାହାକୁ ଆୟତ୍ତ କରିବା ଲାଗି ବନ ବିଭାଗ ଓ ଅଗ୍ନିଶମ ବାହିନୀ ନାକଦେମ୍ ହେଲାଣି । ୨ ହଜାର ୭୫୦ ବର୍ଗ…

ଘୂର୍ଣ୍ଣିଝଡ଼ ଯୋଗୁଁ ଦୁର୍ଘଟଣା ଘଟି ୫ ଯାତ୍ରୀ ଗୁରୁୁତର

କରଞ୍ଜିଆ: ଘୂର୍ଣ୍ଣିଝଡ଼ ଯୋଗୁଁ ଦୁର୍ଘଟଣା । ଘୂର୍ଣ୍ଣିଝଡ଼ ଯୋଗୁଁ ନିଆଁ ଲାଗି ଦ୍ରୁତଗତିରେ ଚାରିଆଡେ ବ୍ୟାପିବା ସହ ଜଙ୍ଗଲରେ ନିଆଁ ଲାଗି ଯାଇଥିଲା । ଧୂଆଁ ଯୋଗୁଁ ରାସ୍ତାରେ ୨ଟି ଅଟୋ ମୁହାଁମୁହିଁ ଧକ୍କା ହୋଇଥିଲା । ଜଙ୍ଗଲର ନିଆ ଛିଟିକି ରାସ୍ତାରେ ଉପରେ ପଡିଥିଲା । ଯାହାଫଳରେ ୫ ଯାତ୍ରୀ…

ସାନ ଭାଇ ତୀର ମାଡରେ ବଡ଼ ଭାଇ ଗୁରୁତର

ମୟୂରଭଞ୍ଜ: ଘରୋଇ କଳହରୁ ହତ୍ୟା ଉଦ୍ୟମ । ସାନ ଭାଇର ତୀର ମାଡ଼ରେ ବଡ଼ ଭାଇ ଗୁରୁତର ହୋଇଛନ୍ତି । ଏଭଳି ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା କେନ୍ଦୁମୁଣ୍ଡି ଗାଁରେ । ତୀର ମାଡ଼ରେ ଆହତ ହୋଇଛନ୍ତି ବୁଧୁରାମ ପିଙ୍ଗୁଆ । ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ କରଞ୍ଜିଆ ହସ୍ପିଟାଲ ଓ…