କର୍ଲାକୋଟରେ ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର
ନୂଆପଡା: ନୂଆପଡା ଜିଲ୍ଲାର ପାଞ୍ଚଟି ବ୍ଲକ ଏବଂ ତିନୋଟି ଏନଏସିରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରାଯାଇଥିଲା । ଜିଲ୍ଲାରେ ମୋଟ ୧ଲକ୍ଷ ୭୨ ହଜାର ୬୪୩ ଜଣ ହିତାଧିକାରୀଙ୍କୁ ବଣ୍ଟା ହେଇଥିଲା ସ୍ମାର୍ଟ ହେଲଥ କାର୍ଡ । କିନ୍ତୁ ବୋଡେ଼ନ ବ୍ଲକ କରଲାକୋଟ ଗ୍ରାମପଂଚାୟତରେ ହେଲଥ୍ କାର୍ଡ ବଣ୍ଟନରେ…