Latest Odisha News
Browsing Tag

karnatak cm

କର୍ଣ୍ଣାଟକ ସିଏମ୍‌ ବି.ଏସ୍ ୟେଡିୟୁରପ୍ପାଙ୍କୁ କରୋନା; ହସ୍ପିଟାଲ୍‌ରେ ଭର୍ତ୍ତି

କର୍ଣ୍ଣାଟକ: କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ବି.ଏସ୍ ୟେଡିୟୁରପ୍ପା ଶୁକ୍ରବାର ଦିନ ବେଙ୍ଗାଲୁରୁର ରାମାୟା ମେମୋରିଆଲ୍ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ କରୋନା ରିପୋର୍ଟ ପଜିଟିଭ ଆସିଥିବା ସୂଚନା ମିଳିଛି। ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଅଗଷ୍ଟ…