Latest Odisha News

BREAKING NEWS

Browsing Tag

karnataka election

ରାହୁଲଙ୍କ ହିମାଚଳ କାର୍ଡ

ଭୁବନେଶ୍ୱର: ହିମାଚଳ ପ୍ରଦେଶର ଶିମଲା ନଗର ନିଗମରେ କଂଗ୍ରେସକୁ ମିଳିଥିବା ବିପୁଳ ସଫଳତାକୁ କର୍ଣ୍ଣାଟକ ନିର୍ବାଚନ ସହ ଯୋଡ଼ିଛି ଦଳ। ଶିମଲା ମୁନିସିପାଲ କର୍ପୋରେସନ ନିର୍ବାଚନରେ କଂଗ୍ରେସ ୩୪ ଆସନ ମଧ୍ୟରୁ ୨୪ ଟି ଆସନ ଜିତି ରେକର୍ଡ କରିଛି। ଯାହାକୁ ନେଇ ରାହୁଲ ଗାନ୍ଧୀ ହିମାଚଳ ପ୍ରଦେଶର…

ମୋଦିଙ୍କୁ ରାହୁଲଙ୍କ ଟାର୍ଗେଟ, କର୍ଣ୍ଣାଟକବାସୀଙ୍କ ସମସ୍ୟା ବୁଝ, ନିଜ କଥା କୁହନି !

ଭୁବନେଶ୍ୱର: କର୍ଣ୍ଣାଟକ ନିର୍ବାଚନ ପ୍ରଚାର ବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଗାଳି ମନ୍ତବ୍ୟକୁ ନେଇ କଂଗ୍ରେସ ମୋଦିଙ୍କୁ ଟାର୍ଗେଟ କରିଛି। ପ୍ରଧାନମନ୍ତ୍ରୀଙ୍କୁ କିଏ କେତେଥର ଗାଳି କରିଛି ସେ କଥା ମୋଦି ମନେ ରଖିଥିବା ବେଳେ ଲିଷ୍ଟ ହୋଇଛି। କିନ୍ତୁ ଲୋକଙ୍କ ସମସ୍ୟା ସଂପର୍କୀତ ଲିଷ୍ଟ ନାହିଁ…

କର୍ଣ୍ଣାଟକରେ ବିଜେପି ଦେବ କ୍ଷୀର, କଂଗ୍ରେସର ପୁରୁଣା ପେନସନ !

ଭୁବନେଶ୍ୱର: କର୍ଣ୍ଣାଟକରେ ପ୍ରଚାର ସହ ଆରମ୍ଭ ହୋଇଛି ଇସ୍ତାହାର ଲଢେଇ। ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମେତ ଦଳର ହେଭିୱେଟମାନେ ପ୍ରଚାର କରୁଥିବା ବେଳେ କଂଗ୍ରେସର ରାହୁଲ ଓ ପ୍ରିୟଙ୍କା ପ୍ରଚାର ମଙ୍ଗ ଧରିଛନ୍ତି। ଉଭୟ ଦଳର ନେତାମାନେ ପରସ୍ପର ବିରୋଧରେ ବର୍ଷୁଛନ୍ତି। ଏଭଳି ସ୍ଥିତିରେ କଂଗ୍ରେସ…

କଂଗ୍ରେସର ସାପ ମନ୍ତବ୍ୟକୁ ପିଏମ୍ ମୋଦିଙ୍କ କାଉଣ୍ଟର, କହିଲେ ‘ଶିବଙ୍କ ଗଳାରେ ଶୋଭାପାଏ ସାପ’  

ବେଙ୍ଗଳୁରୁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ କଂଗ୍ରେସ ସାପ ସମ୍ବୋଧନ କରିବା ପରେ କର୍ଣ୍ଣାଟକରେ ମୋଦି କାଉଣ୍ଟର କରିଛନ୍ତି । କୋଲାରରେ ଏକ ଜନସଭାକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ଉପରେ ବର୍ଷିଛନ୍ତି । ଖଡ଼ଗେଙ୍କ ବିଷାକ୍ତ ସାପ ବୟାନକୁ କାଉଣ୍ଟର କରିବା ନାଁ ନନେଇ…

ଇନ୍ଦିରାଙ୍କୁ ଟାଣିଲେ ପ୍ରିୟଙ୍କା, ଖେଳିଲେ ଇମୋସନାଲ କାର୍ଡ

ଭୁବନେଶ୍ୱର: କର୍ଣ୍ଣାଟକର ଚିକମାଗାଲୁରରେ ପ୍ରିୟଙ୍କାଙ୍କ ଇମୋସନାଲ କାର୍ଡ। ୧୯୭୮ ମସିହାରେ ସେହି ସ୍ଥାନରେ ଇନ୍ଦିରା ଗାନ୍ଧୀଙ୍କ ସଭାକୁ ଏବେର ସଭା ସହ ଯୋଡିଛନ୍ତି ପ୍ରିୟଙ୍କା । ଦୀର୍ଘ ବର୍ଷର ବ୍ୟବଧାନ ପରେ ଏଭଳି କିଛି ସଂଯୋଗ ପ୍ରସଙ୍ଗକୁ ନେଇ ପ୍ରିୟଙ୍କା କର୍ଣ୍ଣାଟକବାସୀଙ୍କ ସହ କଂଗ୍ରେସକୁ…

କର୍ଣ୍ଣାଟକ ନିର୍ବାଚନ, ରାହୁଲ ଖେଳିଲେ ଜିଏସଟି କାର୍ଡ

ଭୁବନେଶ୍ୱର: କର୍ଣ୍ଣାଟକରେ ଏବେ ପ୍ରତିଶୃତିର ପାହାଡ଼। ବିଜେପି କଂଗ୍ରେସର ପ୍ରଚାର ସାଙ୍ଗକୁ ପ୍ରମୁଖ ନେତାମାନେ ଗଦା ଗଦା ପ୍ରତିଶୃତି ଦେଉଛନ୍ତି। ଯାହାକୁ ନେଇ ସରଗରମ କର୍ଣ୍ଣାଟକ ରାଜନୀତି। ଏଭଳି ସ୍ଥିତିରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ କର୍ଣ୍ଣାଟକରେ ବଡ଼ ଘୋଷଣାଟିଏ କରିଦେଇଛନ୍ତି।…

‘କର୍ଣ୍ଣାଟକ ନିର୍ବାଚନ’, ରାହୁଲ କରୁଛନ୍ତି, ମୋଦି ଆରମ୍ଭ କରିବେ !

ଭୁବନେଶ୍ୱର: କର୍ଣ୍ଣାଟକ ନିର୍ବାଚନରେ ପ୍ରଚାର ଏବେ ଜମୁଛି। କଂଗ୍ରେସ ଓ ବିଜେପି ଭିନ୍ନ ଭିନ୍ନ ରାଜନୈତିକ ପ୍ରସଙ୍ଗକୁ ନେଇ ଲୋକଙ୍କ ପାଖକୁ ଯାଉଛନ୍ତି। କିନ୍ତୁ ଦୁଇ ପ୍ରମୁଖ ନେତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଉପରେ ସମସ୍ତଙ୍କର ନଜର ରହିଛି।…

କର୍ଣ୍ଣାଟକରେ ମୋଦି କଷ୍ଟ ଦେଲେ, ମଲମ ବି ଲଗାଇଲେ !

ଭୁବନେଶ୍ୱର: କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପାଇଁ ମତଦାନ ତାରିଖ ଯେତିକି ପାଖେଇ ଆସୁଛି ରାଜନୈତିକ ଦଳ ଗୁଡ଼ିକର ହାର୍ଟବିଟ ସେତିକି ବଢି ବଢି ଚାଲିଛି। କର୍ଣ୍ଣାଟକ ନିର୍ବାଚନ ବହୁ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ବୋଲି ବିଚାର କରାଯାଉଛି। ବିଜେପି ଓ କଂଗ୍ରେସ ପାଇଁ ନିର୍ବାଚନ ବହୁ ଗୁରୁତ୍ୱ…

କର୍ଣ୍ଣାଟକରେ କଂଗ୍ରେସକୁ ଦଳିତଙ୍କ ସମର୍ଥନ !

ଭୁବନେଶ୍ୱର: କର୍ଣ୍ଣାଟକ ନିର୍ବାଚନ ଦିନକୁ ଦିନ ରୋଚକ ମୋଡ଼ ନେଉଛି। ଦୁଇ ଟାଣୁଆ ଲିଙ୍ଗାୟତ ନେତା ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗଦୀଶ ସେଟ୍ଟାର ଓ ଉପମୁଖ୍ୟମନ୍ତ୍ରୀ ଲକ୍ଷଣ ସାବାଡି କଂଗ୍ରେସରେ ଯୋଗ ଦେଇଥିବା ବେଳେ ଲିଙ୍ଗାୟତଙ୍କ ସମର୍ଥନ କଂଗ୍ରେସକୁ ଆସିବ ବୋଲି କୁହାଯାଉଛି। ଏଭଳି ସ୍ଥିତିରେ…

‘କର୍ଣ୍ଣାଟକ ଲଢେଇ’ କଂଗ୍ରେସର ଅଭିଜ୍ଞତା ବନାମ ବିଜେପିର ନୂଆ ମୁହଁ

ଭୁବନେଶ୍ୱର: କର୍ଣ୍ଣାଟକରେ ଏଥର ନୂଆ ବନାମ ପୁରୁଣା ଲଢେଇ। ବିଜେପି ୭୦ ରୁ ଅଧିକ ନୂଆ ଚେହେରାକୁ ନିର୍ବାଚନ ମଇଦାନକୁ ଓଲ୍ହାଇଛି। ଏପରିକି ପ୍ରାୟ ୨୦ ଜଣ ବିଧାୟକଙ୍କ ଟିକେଟ କାଟିଛି ଦଳ। ଦଳର ବହୁ ବରିଷ୍ଠ ନେତା, ପୂର୍ବତନ ମୁଖ୍ୟମନ୍ତ୍ରୀ, ବରିଷ୍ଠ ବିଧାୟକ ତଥା ବହୁ ହେଭିୱେଟଙ୍କୁ ଟିକେଟ…