Latest Odisha News

BREAKING NEWS

Browsing Tag

karnataka election

ବିଜେପିକୁ ଲାଗିଛି ରାହୁଲ ଭୂତ !

ଭୁବନେଶ୍ୱର: କର୍ଣ୍ଣାଟକରେ ରାହୁଲଙ୍କୁ ଲଗାତର ଟାର୍ଗେଟ। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ରାହୁଲଙ୍କୁ ସିଧାସଳଖ ଟାର୍ଗେଟ କରିଛନ୍ତି। ମୋଦି ଆଦାନୀ ସମ୍ପର୍କକୁ ନେଇ ରାହୁଲ ଲଗାତର ବିଜେପିକୁ ଟାର୍ଗେଟ କରୁଥିବାରୁ ଅର୍ଥମନ୍ତ୍ରୀ ନିର୍ମଳା ସିତାରମଣ ରାହୁଲଙ୍କ ଉପରେ ବର୍ଷିଛନ୍ତି।…

କର୍ଣ୍ଣାଟକ ନିର୍ବାଚନ’ ରାହୁଲ ଡରରେ ରଣନୀତି ଫେଲ!

ଭୁବନେଶ୍ୱର: କର୍ଣ୍ଣାଟକ ନିର୍ବାଚନରେ ରାହୁଲ ଇମ୍ପାକ୍ଟ ଦେଖିବାକୁ ମିଳୁଥିବା ଚର୍ଚ୍ଚା ହେଉଛି। ଯେଉଁ କଂଗ୍ରେସ ଅଲୋଡ଼ା ହୋଇପଡିଥିଲା ଏବଂ ରାହୁଲ ଗାନ୍ଧୀଙ୍କୁ ଏଥିପାଇଁ ଦାୟୀ କରାଯାଉଥିଲା ସେହି ରାହୁଲଙ୍କ ପାଇଁ ଆଜି ବହୁ ନେତା କଂଗ୍ରେସକୁ ଆସୁଥିବା କୁହାଯାଉଛି। କର୍ଣ୍ଣାଟକ ନିର୍ବାଚନରେ…

କର୍ଣ୍ଣାଟକ ନିର୍ବାଚନ, ନିଦ ହଜାଇଦେଲେଣି ରାହୁଲ !

ଭୁବନେଶ୍ୱର: ଆଗାମୀ ସାଧାରଣ ନିର୍ବାଚନ ପୂର୍ବରୁ କର୍ଣ୍ଣାଟକ ନିର୍ବାଚନ ବହୁ ଦିଗରୁ ଗୁରୁତ୍ୱ ବହନ କରୁଛି। ଗୋଟିଏ ପଟେ କର୍ଣ୍ଣାଟକ ନିର୍ବାଚନ ଫଳାଫଳ ଆଗାମୀ ନିର୍ବାଚନ ପାଇଁ ଗୋଟେ ବଡ଼ ବାର୍ତା ହେବ। ସେପଟେ ରାହୁଲଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଓ ସଦସ୍ୟ ପଦ ରଦ୍ଦ ପରେ ବିଜେପି ବିରୋଧରେ…

‘ରାହୁଲ’ ଯେଉଁ କର୍ଣ୍ଣାଟକ ନେଇଛି ସେହି କର୍ଣ୍ଣାଟକ ଦେବ !

ଭୁବନେଶ୍ୱର: ଦେଶବ୍ୟାପୀ ଏବେ ରାହୁଲ ଗାନ୍ଧୀଙ୍କୁ ନେଇ ଚର୍ଚ୍ଚା ଜୋର ହେଉଥିବା ବେଳେ କର୍ଣ୍ଣାଟକ ନିର୍ବାଚନ ତାରିଖ ଘୋଷଣା ହୋଇଛି। ଯେଉଁ କର୍ଣ୍ଣାଟକରେ ଏକ ନିର୍ବାଚନୀ କାର୍ଯ୍ୟକ୍ରମରେ ମୋଦି ସାଙ୍ଗିଆ ମନ୍ତବ୍ୟକୁ ନେଇ ରାହୁଲ ଦଣ୍ଡିତ ହେବା ସହ ସଦସ୍ୟ ପଦ ହରାଇଛନ୍ତି ସେହି କର୍ଣ୍ଣାଟକରେ…