କର୍ଣ୍ଣାଟକରେ ଯାହା ହୋଇଛି, ମଧ୍ୟପ୍ରଦେଶରେ ସେୟା ହେବ !
ଭୁବନେଶ୍ୱର: କର୍ଣ୍ଣାଟକରେ ଭିନ୍ନ ଷ୍ଟ୍ରାଟେଜି କରି ବଡ଼ ବିଜୟ ପାଇଥିବା କଂଗ୍ରେସ ଏବେ ମଧ୍ୟପ୍ରଦେଶରେ ସମାନ ଢାଞ୍ଚା ଆପଣାଇବା ଆରମ୍ଭ କରିଛି। ଏପରିକି ନିର୍ବାଚନ ତାରିଖ ଘୋଷଣା ହୋଇ ନ ଥିବାବେଳେ କଂଗ୍ରେସ କର୍ଣ୍ଣାଟକ ଢାଞ୍ଚାରେ ମଧ୍ୟପ୍ରଦେଶରେ ପ୍ରଚାର ପ୍ରସାର ଆରମ୍ଭ କରିଦେଲାଣି।…