Latest Odisha News
Browsing Tag

Kartik Month

ପୁରୀରେ କାର୍ତ୍ତିକ ହବିଷ୍ୟାଳୀମାନଙ୍କ ରହଣି ପାଇଁ କାଲିଠୁ ପଞ୍ଜିକରଣ ଆରମ୍ଭ

ପୁରୀ: ପବିତ୍ର କାର୍ତ୍ତିକ ମାସରେ ‘ରାଈଦାମୋଦର ବ୍ରତ’ ପାଇଁ ହବିଷ୍ୟାଳୀମାନଙ୍କ ଲାଗି ରହିବା ବ୍ୟବସ୍ଥା କରିବ ପୁରୀ ପ୍ରଶାସନ । ହବିଷ୍ଯାଳୀମାନଙ୍କ ରହଣି, ଜଗନ୍ନାଥ ଦର୍ଶନ, ମହାପ୍ରସାଦ ସେବନ ଏବଂ ଅନ୍ୟାନ୍ୟ ସମସ୍ତ ବ୍ୟବସ୍ଥା ରାଜ୍ୟ ସରକାର ଓ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ କରାଯିବ ।…

‘କାର୍ତ୍ତିକ ବ୍ରତ’ରେ ହବିଷ୍ୟାଳୀଙ୍କୁ ପୁରୀ ଯିବା ମନା

ଭୁବନେଶ୍ୱର: ଚଳିତ ଥର କୋଭିଡ ମହାମାରୀକୁ ଦୃଷ୍ଟିରେ ରଖି କାର୍ତ୍ତିକ ବ୍ରତ ସମୟରେ ମହିଳା ଭକ୍ତ ତଥା ହବିଷ୍ୟାଳୀଙ୍କୁ ପୁରୀ ଯିବାକୁ ମନା କରିଛି ଜିଲ୍ଲା ପ୍ରଶାସନ। ପ୍ରତିବର୍ଷ ଧର୍ମମାସ କାର୍ତ୍ତିକରେ ବହୁ ସଂଖ୍ୟାରେ ମହିଳା ଓ ଖାସ୍ କରି ବିଧବା ମହିଳା ମାନେ କାର୍ତ୍ତିକ ବ୍ରତ ପାଳନ…

ଆଜିଠୁ ପଞ୍ଚୁକ, ଶ୍ରୀଜଗନ୍ନାଥଙ୍କ ଦର୍ଶନ ଲାଗି ଚଳଚଞ୍ଚଳ ଶ୍ରୀକ୍ଷେତ୍ର ପୁରୀ

ଭୁବନେଶ୍ୱର: ପବିତ୍ର କାର୍ତିକ ମାସ ଅବସରରେ ଆଜି ଠାରୁ ଆରମ୍ଭ ହୋଇଛି ପଞ୍ଚୁକ ବ୍ରତ। ମହାପଭୁଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଆଗମନରେ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇଉଠିଛି । ଶ୍ରୀମନ୍ଦିରରେ ମହାପ୍ରଭୁ ଏହି ଦିନରୁ ପାଞ୍ଚ ଦିନ ଧରି ବିଭିନ୍ନ ସ୍ୱତନ୍ତ୍ର ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ…

ଆସନ୍ତା ୧୩ରୁ କାର୍ତ୍ତିକ ମାସ ଆରମ୍ଭ, ହବିଷ୍ୟାଳୀଙ୍କ ରହିବା ଲାଗି ପୁରୀରେ ସ୍ବତନ୍ତ୍ର ବ୍ୟବସ୍ଥା

ପୁରୀ: ଆସନ୍ତା ଅକ୍ଟୋବର ୧୩ ତାରିଖ ଠାରୁ ଆରମ୍ଭ ହେବାକୁ ଥିବା ପବିତ୍ର କାର୍ତ୍ତିକ ମାସ ଅବସରରେ ହବିଷ୍ୟାଳୀଙ୍କୁ ସମସ୍ତ ପ୍ରକାର ସୁବିଧାସୁଯୋଗ ପ୍ରଦାନ ପାଇଁ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ଆରମ୍ଭ ହୋଇଛି । ବିଶେଷତଃ ହବିଷ୍ୟାଳୀମାନେ ପ୍ରାୟ ୧ମାସ ଧରି ପୁରୀରେ ରହିବା…