Latest Odisha News

BREAKING NEWS

Browsing Tag

Kartik Purnima

ଏ ବର୍ଷ ବି କାର୍ତ୍ତିକ ପୂର୍ଣ୍ଣିମାରେ ଶ୍ରୀଜୀଉଙ୍କ ସୁନାବେଶ ଦର୍ଶନରୁ ବଞ୍ଚିତ ହେବେ ଶ୍ରଦ୍ଧାଳୁ

ପୁରୀ: ମିଳିବନି ଦୁର୍ଲଭ ସୁନାବେଶ ଦର୍ଶନ । ଆସନ୍ତା ୮ ତାରିଖ କାର୍ତ୍ତିକ ପୂର୍ଣ୍ଣମୀରେ ହେବାକୁ ଥିବା ଶ୍ରୀଜୀଉଙ୍କ ଦୁର୍ଲଭ ଦର୍ଶନରୁ ଏଥର ବି ବଞ୍ଚିତ ହେବେ ଭକ୍ତ । ୨ ବର୍ଷ ଧରି କରୋନା କଟକଣା ପାଇଁ କାର୍ତ୍ତିକ ପୂର୍ଣ୍ଣମୀରେ ଶ୍ରୀଜୀଉଙ୍କ ସୁନାବେଶ ଦର୍ଶନ କରି ପାରି ନଥିଲେ ଶ୍ରଦ୍ଧାଳୁ ।…

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ

ଭୁବନେଶ୍ୱର: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ବା ରାହାସ ପୂର୍ଣ୍ଣିମା ।ଏହି ଅବସରରେ ବଡି ଭୋରରୁ ଉଠି ଶ୍ରଦ୍ଧାଳୁମାନେ ବିଭନ୍ନ ଜଳାଶୟ ଓ ନଦୀରେ ଡଙ୍ଗା ଭସାଇ ପୂଜାର୍ଚ୍ଚନା କରିଛନ୍ତି । ଜଳାଶୟଗୁଡିକରେ ବୁଡ ପକାଇବା ସହ କଦଳୀ ପଟୁଆ ନିର୍ମିତ ଡଙ୍ଗାରେ ପାନଗୁଆ, ଭୋଗ, ଧୁପ, ଦୀପ ଆଦି…

କାର୍ତ୍ତିକ ହବିଷ୍ୟାଳୀ ବ୍ରତ କାର୍ଯ୍ୟକ୍ରମ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଶୁଭାରମ୍ଭ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ସଚିବାଳୟରୁ ଭିଡ଼ିଓ କନଫରେନ୍ସିଂ ଜରିଆରେ ଚଳିତ ବର୍ଷର କାର୍ତ୍ତିକ ହବିଷ୍ୟାଳୀ ବ୍ରତର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ପୁରୀଠାରେ ସମବେତ ହବିଷ୍ୟାଳୀମାନଙ୍କୁ ସମ୍ବୋଧିତ କରି କହିଥିଲେ ଯେ, “କାର୍ତ୍ତିକ ବ୍ରତ ପାଇଁ ପୁରୀଠାରେ…

ଆଜିଠୁ ଆରମ୍ଭ ହେଲା କାର୍ତ୍ତିକ ବ୍ରତ, ଶ୍ରୀଜଗନ୍ନାଥଙ୍କୁ ଦର୍ଶନ ଲାଗି ହବିଷ୍ୟାଳୀଙ୍କ ଭିଡ଼

ପୁରୀ/ଭୁବନେଶ୍ୱର: ଓଡ଼ିଆ ସଂସ୍କୃତି ଓ ପରମ୍ପରାରେ କାର୍ତ୍ତିକ ମାସକୁ ସବୁଠୁ ପବିତ୍ର ମାସ ଭାବେ ବିବେଚନା କରାଯାଇଥାଏ । ଆଜିଠୁ ଆରମ୍ଭ ହୋଇଛି କାର୍ତ୍ତିକ ମାସ ଏବଂ ହବିଷ୍ୟାଳୀମାନେ ଆରମ୍ଭ କରିଛନ୍ତି ବ୍ରତ । ତେଣୁ ପୁରୀ ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବାକୁ ପ୍ରବଳ ଭିଡ଼…