Latest Odisha News

BREAKING NEWS

Browsing Tag

kashipur

[ଦେଖନ୍ତୁ ଭିଡିଓ] ଶ୍ରମ କାର୍ଡ ସଂଶୋଧନ ନାଁରେ ଆଦିବାସୀ ମହିଳାଙ୍କ ଠାରୁ ୫୦ ହଜାର ଟଙ୍କା ଠକେଇ

ରାୟଗଡ଼ା: ସହର ପରେ ଗାଁକୁ ଟାର୍ଗେଟ୍ । ଗାଁ ଗାଁରେ ସରଳ ନୀରିହ ଜନତାଙ୍କୁ ଠକେଇ ପାଇଁ ନୂଆ ତରିକା ଆପଣାଇଛନ୍ତି ଠକ । ବାସ୍ କେଇ ମିନିଟରେ ଆଙ୍ଗୁଠି ଛାପ ନେଇ ଖାଲି କରି ଦେଉଛନ୍ତି ଆକାଉଣ୍ଟ । ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକର ଦୁର୍ଗମ ତୁଡୁକାବାହାଲ ପଞ୍ଚାୟତ କୁନ୍ଦୁପୁଟ ଗାଁରୁ ଆସିଛି…

[ଦେଖନ୍ତୁ ଭିଡିଓ] ଗୁଣି ଗାରେଡ଼ି ସନ୍ଦେହରେ ବାପାକୁ ହତ୍ୟା, ଅଳ୍ପକେ ବର୍ତ୍ତିଲେ ୨ ପୁଅ

ରାୟଗଡ଼ା: ଅନ୍ଧ ବିଶ୍ୱାସ ପାଇଁ ଗଲା ଜୀବନ । ଗୁଣି ଗାରେଡ଼ି କରୁଥିବା ସନ୍ଦେହରେ ମାରିଦେଲେ ଗ୍ରାମବାସୀ । ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ ଦୁଡୁକାବାହାଲ ପଞ୍ଚାୟତ ଟିଟିଗୁଡ଼ା ଗାଁରେ ଗୁଣି ସନ୍ଦେହରେ ଗ୍ରାମବାସୀ ଜଣଙ୍କୁ ହତ୍ୟା କରିଛନ୍ତି । ସୂଚନା ଅନୁସାରେ ଗାଁର ଦଇ ମାଝୀ ନିଜ ପରିବାର…

କାଶୀପୁରରେ ହଇଜା ସ୍ଥିତି ଅନୁଧ୍ୟାନ କଲେ କୋରାପୁଟ ସାଂସଦ

ରାୟଗଡ଼ା: କାଶୀପୁର ବ୍ଲକରେ କଲେରା ବ୍ୟାପି ଇତି ମଧ୍ୟରେ ୨୪ ଦିନ ବିତିବାକୁ ବସିଲାଣି । ତଥାପି ଆକ୍ରାନ୍ତଙ୍କ ସଂଖ୍ୟା କମିବାର ନାଁ ନେଉନି । ପ୍ରତ୍ୟେକ ଦିନ ନୂଆ ରୋଗୀଙ୍କ ସଂଖ୍ୟା ବୃଦ୍ଧି ଘଟୁଥିବା ବେଳେ ଅନୁରୂପ ଭାବେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ଆଜି କୋରାପୁଟ ସାଂସଦ…

କାଶୀପୁରର ହଇଜା ପ୍ରବଣ ଅଞ୍ଚଳରେ ସ୍ଥିତି ପରଖିଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ

ରାୟଗଡ଼ା: ବଢ଼ୁଛି ହଇଜା ମୃତ୍ୟୁ । ନିୟନ୍ତ୍ରଣକୁ ଆସୁନି ସ୍ଥିତି । ହଇଜାରେ ୯ ଜଣଙ୍କ ଜୀବନ ଯିବା ପରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାଶଙ୍କ ସହ ଗ୍ରାଉଣ୍ଡରେ ସ୍ଥିତି ପରଖିଛନ୍ତି ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା । କାଶୀପୁର ବ୍ଲକର  ବିଭିନ୍ନ ଗାଁରେ ହଇଜା ଯୋଗୁଁ…

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ହଇଜା ନେଲା ପୁଣି ଏକ ଜୀବନ, ମୃତ୍ୟୁସଂଖ୍ୟା ୯କୁ ବୃଦ୍ଧି

ରାୟଗଡ଼ା: କାଶୀପୁରରେ ପୁଣି ଥରେ ହଇଜା ନେଇଛି ଆଉ ଏକ ମୁଣ୍ଡ । ଏଥିସହ ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି ପାଇଛି । ମୃତକ ଜଣକ ହେଉଛନ୍ତି ଡୁଡୁକାବାହାଲ ପଞ୍ଚାୟତ ଡେଙ୍ଗାଗୁଡା ଗ୍ରାମର ଅର୍ଜୁନ ଜାନି (୫୫) । ଡେଙ୍ଗାଗୁଡା ଗାଁର ୬ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହେବାରୁ ସେମାନଙ୍କୁ ଟିକିରି…

[ଦେଖନ୍ତୁ ଭିଡିଓ] କାଶୀପୁରର ୨୦ ଗାଁକୁ ବ୍ୟାପିଲାଣି ହଇଜା, ଗାଁ ଗାଁ ବୁଲି ସ୍ଥିତି ପରଖିଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ରାୟଗଡ଼ା: କାଶୀପୁରରେ ବ୍ୟାପୁଛି ହଇଜା । ସଚେତନତା ସତ୍ତ୍ୱେ ଡାଇରିଆ ନିୟନ୍ତ୍ରଣକୁ ଆସୁନି । ଗୋଟିଏ ପରେ ଗୋଟିଏ ଗାଁକୁ ହଇଜା ବ୍ୟାପୁଥିବା ବେଳେ ୮ ଜଣଙ୍କ ଜୀବନ ଗଲାଣି । ଯାଞ୍ଚରୁ ଜଣାପଡ଼ିଛି ଦୂଷିତ ପାଣି ପାଇଁ ହଇଜା ବ୍ୟାପୁଛି । ଆଜି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର…

[ଦେଖନ୍ତୁ ଭିଡିଓ] କାଶୀପୁର ବ୍ଲକରେ ବ୍ୟାପୁଛି ଝାଡ଼ାବାନ୍ତି, ଦୁଇ ଦିନରେ ୬ ଜଣଙ୍କ ମୃତ୍ୟୁ

ରାୟଗଡ଼ା: ଝାଡ଼ାବାନ୍ତିରେ ଝରି ପଡ଼ୁଛି ଜୀବନ । ଦୁଇ ଦିନରେ ଗଲାଣି ୬ ପ୍ରାଣ । ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକରେ ବ୍ୟାପିବାରେ ଲାଗିଛି ଝାଡ଼ାବାନ୍ତି । ବ୍ଲକର ବିଭିନ୍ନ ଗାଁରେ ସଂଖ୍ୟାଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ବେଳେ ୬ ଜଣଙ୍କ ମୃତ୍ୟୁ ହୋଇଛି । ଗୁରୁବାର ଟିକିରି…

[ଭିଡିଓ] ବାର୍ଦ୍ଧକ୍ୟ ଭତ୍ତା ପାଇଁ ଭାରରେ ବୁହାହେଲେ ୭୬ ବର୍ଷୀୟା ବୃଦ୍ଧା

ରାୟଗଡା: ରାଜ୍ୟର ସମସ୍ତ ଜିଲ୍ଲା ତଥା ଗ୍ରାମାଂଚଳରେ ବିକାଶ ହୋଇଛି ବୋଲି ଡିଣ୍ଡିମ ପିଟୁଛନ୍ତି ରାଜ୍ୟ ସରକାର । ହେଲେ ରାୟଗଡା ଜିଲ୍ଲା କାଶୀପୁର ବ୍ଲକରୁ ସାମ୍ନାକୁ ଆସିଛି ଭିନ୍ନ ଚିତ୍ର । ରାସ୍ତାଘାଟର ଅବ୍ୟବସ୍ଥା ଯୋଗୁଁ ବାର୍ଦ୍ଧକ୍ୟ ଭତ୍ତା ପାଇଁ ଦୀର୍ଘ ୨ କି.ମି ଭାରରେ ବୁହା ହେଲେ ୭୬…