କବିତାର ଗଣିତ ଓ ଗଣିତର କବିତା
କେଦାର ମିଶ୍ରଙ୍କ ନିୟମିତ ସ୍ତମ୍ଭ: ମିଶ୍ରରାଗ
ଗଣିତ ଆଉ କବିତା ପରସ୍ପରର ବିରୋଧୀ ବୋଲି ଏକ ସାଧାରଣ ଧାରଣା ଆମର ରହିଛି । ଗଣିତ ମୂଳତଃ ଯୁକ୍ତି ଓ ଜ୍ଞାନ ସମ୍ମତ ହୋଇଥିବା ବେଳେ କବିତା ଭାବପ୍ରଧାନ ଓ କଳ୍ପନା ଆଧାରରେ ଗଢା ହୋଇଥାଏ ବୋଲି ଆମେ ଭାବୁ । ଉପରୁ ଦେଖିଲେ ଏ ଧାରଣା ଠିକ୍ ।…