Latest Odisha News

BREAKING NEWS

Browsing Tag

Kedarnath 6 Dies

କେଦାରନାଥରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ପାଇଲଟଙ୍କ ସହ ୬ ଜଣଙ୍କ ମୃତ୍ୟୁ

ଡେରାଡୁନ୍: କେଦାରନାଥରେ ବଡ଼ ଦୁର୍ଘଟଣା । ହେଲିକପ୍ଟର ଦୁର୍ଘଟଣାରେ ପାଇଲଟଙ୍କ ସହ ୬ ଜଣଙ୍କ ମୃତ୍ୟୁ ହୋଇଛି । କେଦାରନାଥ ଠାରୁ ମାତ୍ର ୨ କିଲୋମିଟର ଦୂର ଗରୁଡ଼ଚଟିରେ ଏହି ଦୁର୍ଘଟଣା ଘଟିଛି । ଖରାପ ପାଣିପାଗ ଯୋଗୁଁ ହେଲିକପ୍ଟର ଦୁର୍ଘଟଣା ଘଟିଥିବା କୁହାଯାଉଛି । ଦୁର୍ଘଟଣାରେ ୬ ଜଣଙ୍କ…