Latest Odisha News

BREAKING NEWS

Browsing Tag

Kendrapara

ସମ୍ଭାବ୍ୟ ବାତ୍ୟା ପରିସ୍ଥିତି ଲାଗି ୪ଟି ଜିଲ୍ଲାକୁ ହାଇ ଆଲର୍ଟ !

ଭୁବନେଶ୍ୱର: ବଙ୍ଗୋପସାଗରରେ ଝଡ଼ ଯୋଗୁଁ ଉତ୍ତର ଉପକୂଳବର୍ତ୍ତୀ ଓଡ଼ିଶାର ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲାକୁ ହାଇ ଆଲର୍ଟ ଜାରି କରାଯାଇଛି । ଆଜି ଏସମ୍ପର୍କରେ ରାଜ୍ୟ ମୁଖ୍ୟ ସଚିବ ଅସିତ୍ ତ୍ରିପାଠୀ ଏବଂ ସ୍ୱତନ୍ତ୍ର ରିଲିଫ୍ କମିଶନର୍ (ଏସଆରସି) ପ୍ରଦୀପ…

କେନ୍ଦ୍ରାପଡ଼ାରେ କାର୍ଯ୍ୟକ୍ଷମ ହେଲା ୧୧୦ ଶଯ୍ୟା ବିଶିଷ୍ଟ ସମ ପରିଚାଳିତ କୋଭିଡ ହସ୍ପିଟାଲ

ଭୁବନେଶ୍ୱର: କରୋନା ମହାମାରୀର ମୁକାବିଲା କରିବା ପାଇଁ ସରକାରଙ୍କ ସହ ସହଯୋଗର ହାତ ବଢ଼ାଇଥିବା ଶିକ୍ଷା ଓ ଅନୁସନ୍ଧାନ ଡିମଡ଼ ବିଶ୍ୱବିଦ୍ୟାଳୟ ପରିଚାଳିତ  ଆଇଏମଏସ ଓ ସମ ହସ୍ପିଟାଲ ଦ୍ଵାରା ଭୁବନେଶ୍ୱରଠାରେ ୫୨୫ ଶଯ୍ୟା ବିଶିଷ୍ଟ  କୋଭିଡ ହସ୍ପିଟାଲ ଆରମ୍ଭ ହୋଇସାରିଥିବ। ବେଳେ ମଙ୍ଗଳବାର…

ନଈରେ ଗାଧୋଇଲା ବେଳେ ଟାଣିନେଲା କୁମ୍ଭୀର, ଦେଖନ୍ତୁ ଭିଡ଼ିଓ

କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ୍ ଅନ୍ତର୍ଗତ ମଣ୍ଡପଡା ଗ୍ରାମରେ ଗାଧୋଉଥିବା ବେଳେ ଜଣେ ଯୁବକଙ୍କୁ କୁମ୍ଭୀର ଟାଣି ନେବା ଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । https://youtu.be/CSaqia8nehc ଉକ୍ତ ଯୁବକଙ୍କ ନାମ ସଞ୍ଜୟ ପ୍ରଧାନ (୪୭) ଏବଂ ସେ…

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ମୋଦୀ, ଏପ୍ରିଲ ୨୭ରେ କେନ୍ଦ୍ରାପଡ଼ା ର‌୍ୟାଲିରେ ଯୋଗଦେବେ

କେନ୍ଦ୍ରାପଡା : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦଳୀୟ ପ୍ରାର୍ଥୀଙ୍କ ନିର୍ବାଚନୀ ପ୍ରଚାର ଲାଗି ଏପ୍ରିଲ୍ ୨୭ ତାରିଖରେ କେନ୍ଦ୍ରାପଡା ଜିଲ୍ଲା ଗସ୍ତ କରିବେ । ସେଠାରୁ ସେ ବରୁଆରେ ଏକ ଜନସଭାରେ ଉଦବୋଧନ ଦେବେ । ତାଙ୍କ ଗସ୍ତସୁଚୀ ଅନୁଯାୟୀ ପ୍ରଧାନମନ୍ତ୍ରୀ ଓଡିଶା ଗସ୍ତରେ ଆସି ବିଜୁ…

କେନ୍ଦ୍ରାପଡା: ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ ଆହତ

କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲାର ପାଟକୁରା ଥାନା ଅନ୍ତର୍ଗତ ଅର୍ଜୁନପୁର ନିକଟରେ ଶନିବାର ବିଳମ୍ବିତ ରାତି ହୋଇଥିବା ପୋଲିସର ଏନକାଉଣ୍ଟରରେ ଜଣେ ଦୁର୍ଦ୍ଦାନ୍ତ ଅପରାଧୀ ଆହତ ହୋଇଛି। ଆହତ ଅପରାଧୀ ଜଣକ ଶେଖ ନଦିମ ବୋଲି ଜଣାପଡିଛି । ନଦିମ ଠାରୁ ଗୋଟିଏ ଦେଶୀ ବନ୍ଧୁକ, ୨ଟି ଜୀବନ୍ତ…

କେନ୍ଦ୍ରାପଡା: ନକଲି ଚା’ କାରଖାନାରୁ ବିପୁଳ ପରିମାଣର କଞ୍ଚାମାଲ୍ ଜବତ

କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲା ଚାନ୍ଦୋଳ ଥାନା ଅନ୍ତର୍ଗତ ଖର୍ଦ୍ଧାସାହି ନିକଟରୁ ସୋମବାର ରାତିରେ ଏକ ନକଲି ଚା’ ପତି କାରଖାନା ଠାବ କରାଯାଇଛି । ଏହି ଘଟଣାରେ ସେଠାରୁ ବିପୁଳ ପରିମାଣରେ ନକଲି ଚା’ ପତି, ବିଭିନ୍ନ ପ୍ରକାର ପ୍ୟାକେଜିଂ ସାମଗ୍ରୀ, କଞ୍ଚାମାଲ ଓ ଚା’ ପତି ତିଆରି…