କେନ୍ଦୁପତ୍ର ହିତାଧିକାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା; ତୃତୀୟ ପର୍ଯ୍ୟାୟରେ ମିଳିବ ୫୬ କୋଟି ଟଙ୍କାର ବୋନସ୍ ଓ…
ଭୁବନେଶ୍ୱର: ରାଜ୍ୟର କେନ୍ଦୁପତ୍ର ହିତାଧିକାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୨୨ ଶସ୍ୟବର୍ଷର ତୃତୀୟ ପର୍ଯ୍ୟାୟରେ ୫୬ କୋଟି ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି । ଏହା ଦ୍ୱାରା ୮ ଲକ୍ଷରୁ ଉର୍ଦ୍ଧ୍ବ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ।
ଏହି ବୋନସ୍ ଓ…