Latest Odisha News

BREAKING NEWS

Browsing Tag

Keonjhar Accident

କେନ୍ଦୁଝର ଟ୍ରକ ଦୁର୍ଘଟଣା , ମୃତକଙ୍କ ପରିବାରକୁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର : ଗତ ରାତିରେ କେନ୍ଦୁଝର ଜିଲ୍ଲା ଷଠୀଘର ନିକଟରେ ହୋଇଥିବା ଟ୍ରକ ଦୁର୍ଘଟଣାରେ ହୋଇଥିବା ୫ଜଣ ଲୋକଙ୍କ ମୃତ୍ୟୁ ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ପ୍ରାଣ ହରାଇଥିବା ୫ଜଣ ମୃତକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।…

ନାଚି ନାଚି ଯାଉଥିଲେ ବରଯାତ୍ରୀ ଦଳ; ଚଢିଗଲା ଟ୍ରକ

କେନ୍ଦୁଝର : କେନ୍ଦୁଝରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବରଯାତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ । ଘଟଣା ସ୍ଥଳରେ ୫ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । କେନ୍ଦୁଝର ଟାଉନ୍ ଥାନା ପୋଲିସ ଘଟଣା…

କାଞ୍ଜିପାଣି ଘାଟିରେ ବରଯାତ୍ରୀ ବସ୍ ଓଲଟି ଜଣେ ମୃତ, ୨୫ ଆହତ

କେନ୍ଦୁଝର: ଘାଟିରେ ଓଲଟିଲା ବରଯାତ୍ରୀଙ୍କୁ ନେଇ ଯାଉଥିବା ବସ୍ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୫ ଜଣ ଆହତ ହୋଇଛନ୍ତି । କେନ୍ଦୁଝର ଜିଲ୍ଲା କାଞ୍ଜିପାଣି ଘାଟିରେ ଏହି ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଘାଟିରେ ବରଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି । ବରଯାତ୍ରୀଙ୍କୁ…