Latest Odisha News

BREAKING NEWS

Browsing Tag

keonjhar

ଶୁଭଶ୍ରୀଙ୍କ ବୟଫ୍ରେଣ୍ଡ ଦିବ୍ୟରଞ୍ଜନ ମାଝି କେଉଁଠି? ବଢୁଛି ସସପେନ୍ସ

ଯୋଡ଼ା : ଡାକ୍ତରାଣୀ ଶୁଭଶ୍ରୀ କରଙ୍କ ମୃତ୍ୟୁ ଘଟଣାର ରହସ୍ୟ ଖୋଜୁଛି ପୋଲିସ । ତାଙ୍କ ଦେହରେ ବିଷକ୍ରିୟା କେମିତି ହେଲା, ସେନେଇ କାରଣ ଖୋଜୁଛି ପୋଲିସ । ସେ ନିଜେ ବିଷ ପିଇଛନ୍ତି ନା ଆଉ କି ଷଡଯନ୍ତ୍ର ହୋଇଛି, ତନାଘନା ଆରମ୍ଭ ହୋଇଛି । ଏପରିସ୍ଥଳେ ଶୁଭଶ୍ରୀଙ୍କ ବୟଫ୍ରେଣ୍ଡ ଡାକ୍ତର…

ଆସିଲା ପୋଷ୍ଟମର୍ଟମ ରିପୋର୍ଟ; ବିଷକ୍ରିୟାରୁ ଡାକ୍ତରାଣୀ ଶୁଭଶ୍ରୀ କରଙ୍କ ମୃତ୍ୟୁ

କେନ୍ଦୁଝର : ବିଷକ୍ରିୟାରୁ କେନ୍ଦୁଝର ଡାକ୍ତରାଣୀ ଶୁଭଶ୍ରୀ କରଙ୍କ ମୃତ୍ୟୁ ହୋଇଛି । ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଏନେଇ ସୂଚନା ଦେଇଛି । ପୋଷ୍ଟମର୍ଟମ ପରେ ବିଷ କ୍ରିୟାରୁ ମୃତ୍ୟୁ ହୋଇଥିବା କହିଛି ବିଭାଗ । ଜବତ ବିଷ ବୋତଲକୁ ଫରେନସିକ୍ ସାଇନ୍ସ ଲ୍ୟାବକୁ ପଠାଯିବ । ଯୋଡ଼ା ହେଲଥ୍ ଆଣ୍ଡ୍…

ଏସଟିଏଫ୍ ଟିମ୍ ଉପରକୁ ଗୋଚାଲାଣକାରୀଙ୍କ ଫାୟାରିଂ, ୩ଗୋରୁ କଣ୍ଟେନର ନେଇ ଛୁ’

କେନ୍ଦୁଝର : କେନ୍ଦୁଝରରେ ଏସଟିଏଫ୍ ଉପରକୁ ଫାୟାରିଂ । ଜୁଡିଆ ବାଇପାସ କିରେଇଟାଙ୍ଗିରି ଟୋଲଗେଟ୍ ନିକଟରୁ ୩ଟି ଗୋରୁ ବୋଝେଇ କଣ୍ଟେନର ନେଇ ପଳାଇଲେ ଗୋଚାଲାଣକାରୀ । କେନ୍ଦୁଝର ଜିଲ୍ଲା ଦେଇ ପ୍ରତିଦିନ ବେଆଇନ ଭାବେ ଗୋଚାମାଣ ନେଇ ସୂଚନା ପାଇଥିଲା ଏସଟିଏଫ୍ ଟିମ୍ । ଚଢାଉ ପରେ ୫ଟି ଗୋରୁ ବୋଝେଇ…

କେନ୍ଦୁଝରରେ ଜଳସମ୍ପଦ ବିଭାଗ କାର୍ଯ୍ୟାଳୟ ଘେରାଉ କଲେ ଚାଷୀ

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ହାଟଡିହୀ ବ୍ଲକ ସମଣା ପଞ୍ଚାୟତ ଆଗିରିଆ ଗାଁରେ ଜଳସମ୍ପଦ ବିଭାଗ କାର୍ଯ୍ୟାଳୟ ଘେରାଉ କଲେ ଚାଷୀ । ଚାଷଜମିକୁ ଜଳସେଚନ ସୁବିଧା ପାଇଁ ,ଗୋବିନ୍ଦପୁର ମାଇନର କେନାଲ ଯୋଗେ ଟୁକୁଣା ଠାରୁ ୯କିଲୋମିଟର ଲମ୍ବର କେନାଲ ପଚିଶ ବର୍ଷ ଧରି ଖୋଳାଯାଇଥିଲେବି ଜମିରେ ପାଣି…

୨ ହାତୀ ମୃତ୍ୟୁ ଘଟଣାରେ ନିଲମ୍ବିତ ହେଲେ ଫରେଷ୍ଟର ଓ ଫରେଷ୍ଟ ଗାର୍ଡ

କେନ୍ଦୁଝର: ୨ ମାଈହାତୀ ମୃତ୍ୟୁ ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି RCCF । କାର୍ଯ୍ୟରେ ଅବହେଳା ଅଭିଯୋଗରେ ସଦର ରେଞ୍ଜ ଫରେଷ୍ଟର ଓ ଫରେଷ୍ଟ ଗାର୍ଡଙ୍କୁ ନିଲମ୍ବିତ କରାଯାଇଛି । ଫରେଷ୍ଟର ପ୍ରଦୀପ ବାରିକ ଓ ଫରେଷ୍ଟ ଗାର୍ଡ ମିତ୍ରଭାନୁ ନାୟକଙ୍କୁ ନିଲମ୍ବିତ କରିଛନ୍ତି RCCF । ଏନେଇ ଡିଏଫ୍ଓ…

ବଳଦେବୀଜୀଉ ବଡ଼ଦାଣ୍ଡର ହେବ ସୌନ୍ଦର୍ଯୀକରଣ, ଖୋଲିବ ପାଠାଗାର

କେଉଁଝର: ବଳଦେବଜୀଉ ମନ୍ଦିର ବଡ଼ଦାଣ୍ଡ ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳର ଉନ୍ନତିକରଣ ହେବ । ଶୁକ୍ରବାର ଜିଲ୍ଲା ପ୍ରଶାସନ ଏହି ସୂଚନା ଦେଇଛି । ମନ୍ଦିର ପ୍ରାଙ୍ଗଣରେ ଏକ ବୈଠକ କରି ଜିଲ୍ଲା ପ୍ରଶାସନ ଉନ୍ନତିକରଣ ନିଷ୍ପତ୍ତି ବିଷୟ ସୂଚନା ଦେଇଛି । ବଡ଼ ଦାଣ୍ଡରେ ପୁଷ୍ପ ଚିତ୍ରଣ, ଶ୍ରୀଜୀଉଙ୍କ…

ବିଦ୍ୟୁତ ଆଘାତରେ ଚାଷୀ ମୃତ

କେନ୍ଦୁଝର : ବିଦ୍ୟୁତ ଆଘାତରେ ଅକାଳରେ ଚାଲିଗଲା ଚାଷୀଙ୍କ ଜୀବନ। ବଗିଚାରେ ମୋଟରରେ ପାଣି ମଡାଉଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ କେନ୍ଦୁଝର ତୁରୁମଙ୍ଗା ଥାନା ବଲାଣିପଶି ଗାଁର ନୃସିଂହ ମହାନ୍ତ । ନୃସିହ ତାଙ୍କ ପରିବା ବଗିଚାରେ ପାଣି…

ଲାଞ୍ଚୁଆ ଆକାଉଣ୍ଟାଣ୍ଟକୁ ୪ ବର୍ଷ ଜେଲ ଦଣ୍ଡ

କେନ୍ଦୁଝର : ଆକାଉଣ୍ଟାଣ୍ଟକୁ ୪ ବର୍ଷ ଜେଲ ଦଣ୍ଡ । ଲାଞ୍ଚୁଆ ଆକାଉଣ୍ଟାଣ୍ଟ ପ୍ରଦୀପ ଶାନ୍ତିଙ୍କୁ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ୪ ବର୍ଷ ସଶ୍ରମ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଜରମାନା ଶୁଣାଇଛନ୍ତି। କେନ୍ଦୁଝର ଜିଲ୍ଲା ଘଟଙ୍ଗା ବ୍ଳକ ଉପର ଡିହା କୁସୁମପୁର ଗାଁରେ ଅନ୍ତର୍ଜାମୀ ସାହୁଙ୍କ ଠାରୁ…

ନିଖୋଜ ନାବାଳିକାର ମୃତ ଦେହ ଉଦ୍ଧାର , ସାଇଣ୍ଟିଫିକ ଟିମର ତଦନ୍ତ ଜାରି

କେନ୍ଦୁଝର : ନିଖୋଜ ନାବାଳିକାର ମୃତ ଦେହ ଉଦ୍ଧାର । ମମିତା ତାତି ଥମି ନଥିବା ବେଳେ କେନ୍ଦୁଝରରେ ଏପରି ଅଘଟଣ ଘଟିଛି । ହଳଦିଆ ଗୁଣା ଗାଁର ଏକ ପଡ଼ିଆରୁ ନାବାଳିକାର ଅର୍ଦ୍ଧନଗ୍ନ ମୃତ ଦେହ ଉଦ୍ଧାର କରିଛି ପୋଲିସ । ପାରିପାଶ୍ୱିକ ସ୍ଥିତିରୁ ଜଣପାଡିଛି ଯେ ନାବାଳିକାକୁ କେହି ଦୁଷ୍କର୍ମ ପରେ…

କେନ୍ଦୁଝରରେ ଭାରତ ବନ୍ଦ ଡାକରା ପ୍ରଭାବରେ ଗାଡି ଚଳାଚଳ ଠପ୍

କେନ୍ଦୁଝର: କେନ୍ଦୁଝରରେ ମଧ୍ୟ ଭାରତ ବନ୍ଦ ଡାକରାର ପ୍ରଭାବ ଦେଖିବାକୁ ମିଳିଛି । କେନ୍ଦ୍ରୀୟ କୃଷି ଆଇନ ପ୍ରତ୍ୟାହାର ଦାବିରେ ସଂଯୁକ୍ତ କୃଷକ ମୋର୍ଚ୍ଚା ଭାରତ ବନ୍ଦ ଡାକରା ଦେଇଛି। ସହରର ଗାନ୍ଧୀ ଛକରେ ସିପିଆଇ(ଏମଏଲ) ଲିବାରେସନ,ଅଖିଳଭାରତୀୟ କୃଷକ ମହାସଭା ,ଇଣ୍ଡିଆନ ନେସନାଲ ଟ୍ରେଡ ୟୁନିୟନ…