Latest Odisha News
Browsing Tag

keonjhar

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୧୩ ଆହତ

ବାଲେଶ୍ୱର/କେନ୍ଦୁଝର: ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାରେ ଗୁରୁବାର ବିଳମ୍ବିତ ରାତିରେ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୧୩ ଜଣଙ୍କର ଶୋଚନୀୟ ମୃତ୍ୟୁ ଘଟିଛି । ମିଳିଥିବା ସୂଚନାନୁଯାୟୀ କେନ୍ଦୁଝର ଜିଲ୍ଲାର ଟାଉନ ଥାନା ଅନ୍ତର୍ଗତ ନେଙ୍କଡାଘର ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ…

କେନ୍ଦୁଝରରେ ଦମ୍ପତ୍ତିଙ୍କୁ ବିଭତ୍ସ ହତ୍ୟା

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ଗୋଧିରାମପଡା ଅଞ୍ଚଳରେ କେହି ଦୁବୃର୍ତ୍ତ ଜଣେ ବୃଦ୍ଧା ଦମ୍ପତ୍ତିଙ୍କୁ ଅତ୍ୟନ୍ତ ବିଭତ୍ସ ଭାବେ ହତ୍ୟା କରିଛି । ମୃତକଙ୍କ ନାମ ରାମାଇ ମୁଣ୍ଡା (୬୯) ଓ ତାଙ୍କ ପତ୍ନୀ ଚମ୍ପା ମୁଣ୍ଡା (୬୪) ବୋଲି ଜଣାପଡିଛି । ମିଳିଥିବା…

କେନ୍ଦୁଝର ଜେଲର ହତ୍ୟା ଅଭିଯୁକ୍ତଙ୍କ ମୃତ୍ୟୁ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ବୁଧବାର ଦିନ ଜଣେ କଏଦୀଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ନାମ ବିପିନ ନାୟକ ଏବଂ ତାଙ୍କ ଘର ବଡବିଲ୍ ଥାନା ଅନ୍ତର୍ଗତ ହିସାବୁରୁରେ ବୋଲି ଜଣାପଡିଛି । ମିଳିଥିବା ସୂଚନାନୁଯାୟୀ ଅଭିଯୁକ୍ତ ବିପିନ ଗତକାଲି…

କେନ୍ଦୁଝର: ଗୁଣିଗାରେଡ଼ି ସନ୍ଦେହରେ ଡବଲ ମଡ଼ର୍

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ବାମେବାରୀ ଥାନା ଅନ୍ତର୍ଗତ ନେଙ୍କଡ଼ାପାଲୀ ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ମହିଳା ଓ ତାଙ୍କ ପୁତୁରାଙ୍କୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମୃତକମାନଙ୍କ ମଧ୍ୟରେ ସୁବାସ ମୁଣ୍ଡା ଓ ତାଙ୍କ ପୁତୁରା ଚେତନ ମୁଣ୍ଡା ରହିଥିବା ଜଣାପଡିଛି…

କେନ୍ଦୁଝର: ହାତୀ ଆକ୍ରମଣରେ ଜଣେ ମୃତ

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ଘଟଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ଦୁଧିଆନାଳି ଅଞ୍ଚଳରେ ଗୁରୁବାର ବିଳମ୍ବିତ ରାତିରେ ଏକ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ମୃତକ ଜଣକ ଭରତ ନାୟକ (୫୦) ବୋଲି ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ ଭରତ…

୧୦ମ ଶ୍ରେଣୀ ଛାତ୍ରୀ ୫ ଦୁର୍ବୃତ୍ତଙ୍କ ଦ୍ୱାରା ଗଣଦୁଷ୍କର୍ମର ଶୀକାର

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ଯୋଡା ଥାନା ଅନ୍ତର୍ଗତ ଏକ ପଡିଆ ନିକଟରେ ସୋମବାର ସନ୍ଧ୍ୟାରେ ଜଣେ ୧୦ମ ଶ୍ରେଣୀ ଛାତ୍ରୀଙ୍କୁ ୫ଜଣ ଯୁବକ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ସ୍ଥାନୀୟ ବାସିନ୍ଦା ଉକ୍ତ ଝିଅଟିକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ନିମନ୍ତେ ଟିସ୍କୋ ହସ୍ପିଟାଲରେ…

ଜାଣନ୍ତୁ, ଏହି ବିରଳ ବ୍ୟକ୍ତିତ୍ୱଙ୍କୁ: ଯିଏ ପେନସନ ପଇସାରେ ବାନ୍ଧିଲେ ସେତୁ…

ଆନନ୍ଦପୁର : ବର୍ତ୍ତମାନର ବ୍ୟସ୍ତ ବହୁଳ ସମୟରେ ମଣିଷ କେବଳ ନିଜ ବିଷୟରେ ଚିନ୍ତା କରୁଥିବାବେଳେ ସମାଜରେ ଏପରି କିଛି ବ୍ୟକ୍ତି ଅଛନ୍ତି, ଯିଏ ନିସ୍ୱାର୍ଥପର ଭାବରେ ସମାଜସେବା କରିବାରେ ଲାଗିପଡିଥାନ୍ତି । ଏପରି ଜଣେ ଅନନ୍ୟ ବ୍ୟକ୍ତିତ୍ୱର ଅଧିକାରୀ ହେଉଛନ୍ତି ଗଙ୍ଗାଧର ରାଉତ । ଯିଏ ନିଜ…

କେନ୍ଦୁଝର: ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୨ ଭଉଣୀ ମୃତ

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ସଦର ଥାନା ଅନ୍ତର୍ଗତ ରାଇସୁଆଁ ଗ୍ରାମ ନିକଟରେ ସୋମବାର ସକାଳେ ଏକ ଦ୍ରୁତଗାମୀ ଗାଡ଼ି ଧକ୍କାରେ ୨ ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ନିବେଦିତା ଦାଶ ଓ ପଙ୍କଜିନୀ ଦାଶ । ସେମାନଙ୍କ ଘର ରାଇସୁଆଁ ଗାଁରେ। ପ୍ରତ୍ୟକ୍ଷଦର୍ଶୀଙ୍କ ସୂଚନାନୁଯାୟୀ…

କେନ୍ଦୁଝର: ହାତୀ ଆକ୍ରମଣରେ ୨ ମୃତ

କେନ୍ଦୁଝର : କେନ୍ଦୁଝର ଜିଲ୍ଲାର ଦୁଇଟି ଭିନ୍ନଭିନ୍ନ ଗ୍ରାମରେ ଶନିବାର ଦିନ ଏକ ହାତୀ ଆକ୍ରମଣରେ ୨ ଜଣଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ନାମ ଜଗା ମଲ୍ଲିକ (୫୨) ଏବଂ ସେ ନୂଆରଗୋଡି ଗ୍ରାମର ବାସିନ୍ଦା ହୋଇଥିବାବେଳେ ଅନ୍ୟଜଣେ କାନପୁର ଗାମର ସଞ୍ଜୁଲତା ରାଉତ ବୋଲି ଜଣାପଡିଛି ।…

ସଡକ ଦୁର୍ଘଟଣାରେ ଓଲିଉଡ଼ ହାସ୍ୟ ଅଭିନେତା ସଲିଳ ମିତ୍ର ଗୁରୁତର

ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ଘଟଗାଁ ନିକଟରେ ରବିବାର ଦିନ ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଓଡିଆ ସିନେ ଜଗତର ଜଣାଶୁଣା ହାସ୍ୟ ଅଭିନେତା ସଲିଳ ମିତ୍ର ଗୁରୁତର ଆହତ ହୋଇଛନ୍ତି । ମିଳିଥିବା ସୂଚନାନୁଯାୟୀ ଅଭିନେତା ସଲିଳ ମିତ୍ର ଏକ ଗାଡି ଯୋଗେ କଟକ ଅଭିମୁଖେ ଗସ୍ତ କରୁଥିବାବେଳେ…