କାରରେ ପତ୍ନୀଙ୍କ ସହ ଅନ୍ୟ ବ୍ୟକ୍ତିଙ୍କୁ ଦେଖି ନିଆଁ ଲଗାଇଦେଲେ ସ୍ବାମୀ
ଥିରୁଅନନ୍ତପୁରମ: କେରଳରେ ଘଟିଯାଇଛି ଏକ ହୃଦୟ ବିଦାରକ ଘଟଣା। ଏଠାରେ ଜଣେ ସ୍ୱାମୀ ତାଙ୍କ ପତ୍ନୀଙ୍କୁ ଅନ୍ୟଜଣେ ବ୍ୟକ୍ତିଙ୍କ ସହିତ କାରରେ ଦେଖିବା ପରେ ରାଗିଯାଇ କାରରେ ନିଆଁ ଲଗାଇ ଦେଇଥିଲେ।
ପତ୍ନୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସାଙ୍ଗକୁ ଡାକ୍ତରଖାନାରେ ଭର୍ତ୍ତି…