Latest Odisha News

BREAKING NEWS

Browsing Tag

Kerla

ଟାଇମ୍ସ ନାଓ-ସିଭୋଟର୍ ଓପିନିଅନ୍ ପୋଲ: ବେଙ୍ଗଲରେ ଦିଦି, ଆସାମରେ କାଣ୍ଟେ କା ଟକ୍କର

ନୂଆଦିଲ୍ଲୀ: ପାଞ୍ଚଟି ରାଜ୍ୟ ନିର୍ବାଚନରେ କେଉଁଠି କିଏ ଗଢ଼ିବ ସରକାର ? ପ୍ରଚାର ମୈଦାନ ଏବେ କମ୍ପୁଛି । ଏହାରି ଭିତରେ ସାମନାକୁ ଆସିଛି ଟାଇମ୍ସ ନାଓ-ସିଭୋଟର ଓପିନିଅନ୍ ପୋଲ୍ । ପଶ୍ଚିମବଙ୍ଗରେ ଦିଦି ପୁଣି ଗଢ଼ିବେ ସରକାର । ମମତା ବାନାାର୍ଜୀଙ୍କ ନେତୃତ୍ୱରେ ବେଙ୍ଗଲରେ ଟିଏମସି କ୍ଷମତା…

ଦୁଇ ସ୍କୁଲରେ ୧୮୭ ଛାତ୍ରଛାତ୍ରୀ ଓ ୭୫ ସ୍କୁଲ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ

ମଲପ୍ପୁରମ: କେରଳରେ ସ୍କୁଲ ଖୋଲିବାର ମାସେ ପରେ ମଲପ୍ପୁରମର ଦୁଇଟି ସ୍କୁଲର ୧୮୭ ଛାତ୍ରଛାତ୍ରୀ ଓ ୭୫ ସ୍କୁଲ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଜଣେ ଶିକ୍ଷକ ଓ ଛାତ୍ର କରୋନା ପଜିଟିଭ ଚିହ୍ନଟ ହେବା ପରେ ସ୍କୁଲର ଅନ୍ୟ କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ କରୋନା ଯାଞ୍ଚ କରାଯାଇଥିଲା ।…